ଦୁର୍ଘଟଣାରେ ଏକାବେଳକେ ୪ ଜଣଙ୍କ ମୃତ୍ୟୁ

ଖୋର୍ଦ୍ଧା,୧।୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ୧୬ନମ୍ବର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୃଥକ ଦୃର୍ଘଟଣା ଜଣେ ଯୁବତୀଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ପିଏନ୍‌ କଲେଜ ରାଜପଥ ଉପରେ ମଧ୍ୟ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ବାଇକକୁ ଏକ କଣ୍ଟେନର ଧକ୍କା ଦେଇଛି। ଦୁର୍ଘଟଣାରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ  ହୋଇଥିବା ବେଳେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ପୁରୀ ଜିଲା ସାତଶଙ୍ଖ ଅଞ୍ଚଳର ବୋଲି ଜଣାପଡିଛି। ବିପରୀତ ଦିଗରେ ଭୁବନେଶ୍ବର ପଟୁ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣା ଘଟିଥିବା ନେଇ ସୂଚନା ମିଳିଛି। ଦୁର୍ଘଟଣା ଘଟାଇଥିବା ଗାଡିକୁ ପୋଲିସ ପିତାପଲ୍ଲୀ ଛକରେ ଜବତ କରିଛି। ଡ୍ରାଇଭର ଅଟକ ରହିଛନ୍ତି। ରାତିରେ ପାଟ୍ରୋଲିଂ ବେଳେ ପୋଲିସ ଖବରପାଇ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଚଳାଇଛି।
ସେହିପରି ଦୁଇ ଜଣ କଲେଜ  ଯୁବତୀ ପିଏନ୍‌ କଲେଜ ଓଭରବ୍ରିଜ ଉପର  ଏପଟୁ ସେପଟୁ ପାର ହେବା ବେଳେ ଅଜଣା ଗାଡି ଧକ୍କାରେ ଜଣକ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ଆହତଙ୍କୁ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି। ମୃତ ଯୁବତୀଙ୍କ ପରିଚୟ ମିଳି ପାରିନି।

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri