ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ: ୫୦ ଫୁଟ ତଳକୁ ଛିଟିକି ପଡ଼ିଲେ ୪ ଜଣ

ବରଗଡ଼ ଅଫିସ,୧୦ା୯: ବରଗଡ଼ ଜିଲା ଅତାବିରା ପଟୁ ସମ୍ବଲପୁର ଆଡ଼କୁ ଯାଉଥିବା ଏକ ପରିବା ବୋଝେଇ ପିକ୍‌ଅପ୍‌ (ନଂ- ଓଆର ୦୩ ଏ ୦୪୩୪) ଗୁରୁବାର ୫୩ ନମ୍ବର ଜାତୀୟ ରାଜପଥର ଚକୁଳି ଫାର୍ମ ନିକଟ ସତୀଜୋର ବ୍ରିଜ୍‌ରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିଟି ଦ୍ରୁତଗତିରେ ଆସି ବ୍ରିଜ ପୂର୍ବ ଡିଭାଇଡରରେ ବାଡେଇ ହୋଇ ଅପରପାଶର୍‌ବ ରାସ୍ତାରେ ଆଉ ଏକ ବ୍ରିଜରେ ବାଡ଼େଇ ହୋଇଥିଲା। ଫଳରେ ସେହି ଭ୍ୟାନ୍‌ରେ ବସିଥିବା ଲୋକେ ସତୀଜୋର ବ୍ରିଜର ୫୦ ଫୁଟ ତଳେ ପଡ଼ି ଛଟପଟ ହେଉଥିଲେ। ଏଥିରେ ଗଣେଶ ହିଆଲ(୪୦), ସ୍ତ୍ରୀ ଲକ୍ଷ୍ମୀ ହିଆଲ(୩୫)ଙ୍କ ସମେତ ୪ଜଣ ଆହତ ହୋଇଥିଲେ। ଅତାବିରା ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ବୁର୍ଲା ଡାକ୍ତରଖାନାକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri