Posted inଜାତୀୟ

ସୁପ୍ରିମ୍‌କୋର୍ଟରେ କର୍ନାଟକ ମୁସଲମାନଙ୍କ ପାଇଁ ୪ ପ୍ରତିଶତ ଓବିସି ସଂରକ୍ଷଣ ରଦ୍ଦ କରିବା ମାମଲା…

ନୂଆଦିଲ୍ଲୀ,୧୩।୪ : କର୍ନାଟକ ସରକାରଙ୍କ ଦ୍ୱାରା ମୁସଲମାନମାନଙ୍କ ପାଇଁ ୪ ପ୍ରତିଶତ ଓବିସି ସଂରକ୍ଷଣକୁ ରଦ୍ଦ କରିବା ପ୍ରସଙ୍ଗ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଏକ ମୁସଲମାନ ସଂଗଠନ ସୁପ୍ରିମକୋର୍ଟରେ ମାମଲାର ଶୀଘ୍ର ଶୁଣାଣି ପାଇଁ ଏକ ପିଟିଶନ ଦାଖଲ କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଶୁଣାଣି ପାଇଁ ଏହାକୁ ତାଲିକାଭୁକ୍ତ କରାଯିବ। ତେବେ କୋର୍ଟ ଏନେଇ କୌଣସି ତାରିଖ ଦେଇନାହାଁନ୍ତି।

ଆଇନଜୀବୀ ତଥା ଏମ୍‌ପି କପିଲ ସିବଲ, ଆବେଦନକାରୀଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଥିଲେ। ପ୍ରଧାନବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ବେଞ୍ଚ କହିଛନ୍ତି ଆମେ ଏହାକୁ ତାଲିକାଭୁକ୍ତ କରିବୁ।

ମାର୍ଚ୍ଚ ୨୫ ରେ, କର୍ନାଟକର ବାସଭାରାଜ ବୋମ୍ମାଇ ସରକାର ୨(ଖ) ଶ୍ରେଣୀକୁ ଖଣ୍ଡନ କରି କହିଥିଲେ ଯେ ପୂର୍ବରୁ ମୁସଲମାନମାନଙ୍କୁ ଦିଆଯାଇଥିବା ୪ ପ୍ରତିଶତ ସଂରକ୍ଷଣ ବର୍ତ୍ତମାନ ଲିଙ୍ଗାୟତ ଏବଂ ଭୋକାଲିଙ୍ଗା ମଧ୍ୟରେ ସମାନ ଭାବରେ ବଣ୍ଟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri