ଖାଲି ଆଖିରେ ଦେଖାଯିବ ୪ ଗ୍ରହ

ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ):ଖାଲି ଆଖିରେ ଦେଖିହେବ ୪ଟି ଗ୍ରହ। ସୂର୍ଯ୍ୟଙ୍କ ଚାରିପଟେ ବୁଲୁଥିବା ୮ଟି ଗ୍ରହ ମଧ୍ୟରୁ ଶୁକ୍ର, ମଙ୍ଗଳ, ବୃହସ୍ପତି ଏବଂ ଶନି ଗ୍ରହ ଜାନୁଆରୀ ୩୧ ପର୍ଯ୍ୟନ୍ତ ଖାଲି ଆଖିରେ ଦେଖାଯାଇପାରିବେ। ପଶ୍ଚିମ ଦିଗ୍‌ବଳୟର କିଛି ଉପରେ ଉଜ୍ଜ୍ୱଳ ଶୁକ୍ର ଗ୍ରହ ଦେଖାଯାଉଥିବାବେଳେ ତା’ର କିଛି ତଳକୁ ଈଷତ୍‌ ହଳଦୀ ରଙ୍ଗର ଶନି ଗ୍ରହ ଦେଖାଯିବ। ପୂର୍ବ ଦିଗ୍‌ବଳୟରେ ମଙ୍ଗଳ ଗ୍ରହ ଓ ମୁଣ୍ଡ ଉପରେ ଥିବା ଉଜ୍ଜ୍ୱଳ ବୃହଷ୍ପତି ଗ୍ରହ ଦେଖିବାକୁ ମିଳିବ ବୋଲି ଜନବିଜ୍ଞାନୀ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ରାତି ବଢିବା ସହ ଏହି ଗ୍ରହଗୁଡ଼ିକ ଘଣ୍ଟାକୁ ୧୫ ଡିଗ୍ରୀ ବେଗରେ ପୂର୍ବରୁ ପଶ୍ଚିମ ଆଡ଼କୁ ଗତି କରି କ୍ରମାନ୍ବୟରେ ଅସ୍ତ ହେବେ। ରାତି ୮ଟା ୩୦ ବେଳକୁ ପ୍ରଥମେ ଶନି ଓ ପରେ ଶୁକ୍ର ଗ୍ରହ ଅସ୍ତ ହେବେ। ସେହିପରି ଫେବୃଆରୀ ୨୮ ତାରିଖ ଭୋର ସମୟରେ ଏଭଳି ଗ୍ରହ ସମାବେଶ ଦେଖିବାକୁ ମିଳିବ। ଗ୍ରହମାନଙ୍କର ଏହି ସମାବେଶକୁ ‘୪ ପ୍ୟାନେଟ ପରେଡ୍‌’ କୁହାଯାଏ। ଏହି ସୁନ୍ଦର ମହାଜାଗତିକ ଦୃଶ୍ୟ ମେଘମୁକ୍ତ ଥିବା ଭାରତ ତଥା ଓଡ଼ିଶାର ସବୁ ଅଞ୍ଚଳରେ ଖାଲି ଆଖିରେ ଦେଖିହେବ। ଏହାର କୌଣସି ପ୍ରଭାବ କାହା ଉପରେ ପଡ଼ିବ ନାହିଁ ବୋଲି ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା...

KIIT student death case: ଛାତ୍ରୀଛାତ୍ରଙ୍କ ଉପରେ କାଲି କରିଥିଲେ ଜୁଲମ, ଆଜି ମାଗିଲେ କ୍ଷମା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

ତେଜିଲା KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ପୁଣି ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର, କ୍ୟାଣ୍ଡେଲ ଧରି…ଓଡ଼ିଶାରେ ହଲଚଲ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ଥମିବାର ନାଁ ନେଉନାହିଁ। KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri