Posted inଖେଳ

ଓଡ଼ିଶାରୁ ୪ ଖେଳାଳି

ଭୁବନେଶ୍ୱର,୩ା୮ (ସରୋଜ ଜେନା): ଇଂଲଣ୍ଡର ଶେଫିଲ୍ଡରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ବୁଧବାର ଠାରୁ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାରୁ ୪ ଜଣ ଖେଳାଳି ଅଂଶଗ୍ରହଣ କରୁଛନ୍ତି। ଅଗଷ୍ଟ୨ରୁ ୬ ତାରିଖ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ଏହି ଟୁର୍ନାମେଣ୍ଟରେ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ଅଂଶଗ୍ରହଣ କରୁଛନ୍ତି। ପ୍ରମୋଦ ସିଙ୍ଗଲ୍ସ, ଡବଲ୍ସ ଓ ମିକ୍ସଡ ଡବଲ୍ସରେ ଅଂଶଗ୍ରହଣ କରିବେ। ଦୀପରଞ୍ଜନ ବିଷୋୟୀ ସିଙ୍ଗଲ୍ସ ଓ ଡବଲ୍ସରେ ଭାଗ ନେଉଥିବା ବେଳେ ଦିଲେଶ୍ୱର ରାଓ ଓ ଶୁଭ୍ରଜିତ ମହାରଣା ଡବଲ୍ସରେ ଭାଗ ନେବେ। ଏହି ୪ ଖେଳାଳିଙ୍କ ବ୍ୟତିତ କୋଚ୍‌ ଶିବପ୍ରସାଦ ଦାସ ମଧ୍ୟ ଦଳ ସହିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?