୪ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଅଫିସରଙ୍କୁ ସ୍ତରରେ ପଦୋନ୍ନତି ଦେଇଛନ୍ତି। ୪ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି କରାଯାଇଛି। ୧୯୯୧ ବ୍ୟାଚ୍‌ର  ଆଇଏଏସ୍‌ ଅନୁ ଗର୍ଗ, ମଧୁସୂଦନ ପାଢ଼ୀ, ସତ୍ୟବ୍ରତ ସାହୁ, ବିଜୟ ଆରୋରାଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କାଳିଆ ଟଙ୍କା ଆଦାୟ ସମ୍ପୂର୍ଣ୍ଣ ସ୍ଥଗିତ ହେଉ’

ଭୁବନେଶ୍ୱର,୧୧।୮ (ବ୍ୟୁରୋ): ଗତ ମାସରେ ରାଜ୍ୟ ସରକାରଙ୍କ କୃଷି ବିଭାଗ କାଳିଆ ଟଙ୍କା ହାତେଇଥିବା ଅଯୋଗ୍ୟ ହିତାଧିକାରୀମାନଙ୍କଠାରୁ ଅର୍ଥ ଆଦାୟ ସକାଶେ ଜିଲା କୃଷି ଅଧିକାରୀମାନଙ୍କୁ...

ରାଉରକେଲା ହାଇଟେକ ମେଡିକାଲ କଲେଜ ହେବ କରୋନା ହସ୍ପିଟାଲ

କଟକ ଅଫିସ, ୧।୪: କୋଭିଡ-୧୯ ଭୂତାଣୁ ଏବେ ଷ୍ଟେଜ-୨ରେ ଥିବାବେଳେ କାଳେ ଗୋଷ୍ଠୀ ସଂକ୍ରମଣ ହେବ ଆଶଙ୍କା କରି ରାଜ୍ୟ ସରକାରଙ୍କ ତରଫରୁ ଗୋଟିଏ ପରେ...

ବିଳମ୍ବ ହେବ ମୌସୁମୀ ଲେଉଟାଣି: ଆହୁରି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଓଡିଶା ସମେତ ଦେଶର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି। ନିର୍ଦ୍ଧାରିତ ସମୟର...

ହେନ୍ତାଳବଣ ହିଁ ସାମୁଦ୍ରିକ ଝଡ଼ରୁ ସୁରକ୍ଷା ଦେବ

କେନ୍ଦ୍ରାପଡ଼ା ଅଫିସ, ୨୯।୧୦: ୧୯୯୯, ଅକ୍ଟୋବର ୨୯ ମହାବାତ୍ୟାକୁ ଇତିମଧ୍ୟରେ ୨୨ ବର୍ଷ ବିତିଛି। ରାଜ୍ୟରେ ୧୦ ହଜାରରୁ ଅଧିକ ଓ କେନ୍ଦ୍ରାପଡ଼ା ଜିଲାରେ ୩୮୭...

ଶାରଦୀୟ ପାର୍ବଣ ପୂଜା ପାଇଁ ପ୍ରସ୍ତୁତି ବୈଠକ

କାକଟପୁର, ୧୪ା୯(ଡି.ଏନ୍‌.ଏ.): ପାଖେଇ ଆସୁଛି ଆଶ୍ୱୀନ ମାସ। ମା’ ମଙ୍ଗଳାଙ୍କ ଶାରଦୀୟ ପାର୍ବଣ ପୂଜା। ପୂଜା କିପରି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହେବ ଏଥିନେଇ...

ଏସ୍‌ସିବି ବୁଲିଲେ ଡବ୍ଲ୍ୟୁଏଚ୍‌ଓ ଟିମ୍‌: ଫନୀ କ୍ଷୟକ୍ଷତିର ଅନୁଧ୍ୟାନ, ଉଚ୍ଚସ୍ତରୀୟ ବୈଠକ

କଟକ ଅଫିସ, ୨୯।୫: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଦୁଇଜଣିଆ ପ୍ରତିନିଧି ଦଳ ମଙ୍ଗଳବାର ଏସ୍‌ସିବି ମେଡିକାଲ ପରିଦର୍ଶନ କରିଛନ୍ତି। ସଂଗଠନର ନ୍ୟାଶନାଲ ପ୍ରଫେସନାଲ ଅଫିସର...

୧୨ରେ ଲଘୁଚାପ, ୧୦ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୪।୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ...

ତ୍ୟାଗ ପାଇଁ ପ୍ରସ୍ତୁତ, ପ୍ରଥମେ ଥଇଥାନ କରାଯାଉ

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ପ୍ରଶାସନ ମଙ୍ଗଳବାରଠାରୁ ୭୫ ମିଟର ଉଚ୍ଛେଦ ଅଭିଯାନ ଆରମ୍ଭ କରିବ। ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି...

Advertisement


Archives

Model This Week