୪ ଆଇପିଏସ୍‌ ଅଫିସରଙ୍କୁ ଡିଜି ପାହ୍ୟା

ଭୁବନେଶ୍ୱର,୨ା୯(ବ୍ୟୁରୋ): ୧୯୮୯ ବ୍ୟାଚ୍‌ର ୪ ଜଣ ବରିଷ୍ଠ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାର ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ଅଫିସର ପ୍ରଣବିନ୍ଦୁ ଆଚାର୍ଯ୍ୟ, ସିଦ୍ଧାର୍ଥ ମହାଦୁ ନରଭଣେ, ଅମ୍ରିତ ମୋହନ ପ୍ରସାଦ ଏବଂ ବି. ରାଧିକାଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ପେ ମାଟ୍ରିକ୍ସ ଲେଭଲ-୧୬ ଅନୁଯାୟୀ ସେମାନଙ୍କୁ ଦରମା ଓ ଅନ୍ୟାନ୍ୟ ସୁବିଧା ମିଳିବ। ଅମ୍ରିତ ମୋହନ ପ୍ରସାଦ ଏବଂ ବି. ରାଧିକା ଏବେ କେନ୍ଦ୍ରୀୟ ଡେପୁଟେଶନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ କୋକେଇ ସଜଡ଼ା ଯାଉଥିବା ବେଳେ ଗଛଡାଳ ପଡ଼ି ଚାଲିଗଲା ପୁଅଙ୍କ ଜୀବନ

କୋରାପୁଟ,୬ା୧୨(ଅମିତାଭ ବେହେରା): କଥାରେ ଅଛି, ଦୁଃଖ ଯେତେବେଳେ ଆସେ ସାଙ୍ଗସାଥୀ ସମସ୍ତଙ୍କୁ ସାଥୀରେ ଧରି ଆସେ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ...

ବାତ୍ୟା ମିଗ୍‍ଜୋମ୍‍ର ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା; ପଟାଙ୍ଗୀଠାରେ ୫୦୦ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର,୬।୧୨: କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ସାମୁଦ୍ରିକ ବାତ୍ୟା ‘ମିଗ୍‍ଜୋମ୍‍’ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି...

ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର...

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ...

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri