ସର୍ବାଧିକ ଆୟ କରୁଥିବା ପ୍ରଥମ ୫ ଷ୍ଟେଶନ ମଧ୍ୟରେ ଓଡ଼ିଶାର ୪ ଷ୍ଟେଶନ

ଭୁବନେଶ୍ୱର,୧୬।୬: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେଶନ ତାଲିକାରେ ପ୍ରଥମ ୫ଟି ଷ୍ଟେଶନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେଶନ ସ୍ଥାନ ପାଇଛି । ଗତ ଆର୍ଥିକ ବର୍ଷରେ ୨୦୨୩ ମସିହା ଏପ୍ରିଲ ମାସ ୧ ତାରିଖରୁ ୨୦୨୪ ମସିହା ମାର୍ଚ୍ଚ ମାସ ୩୧ ତାରିଖ ସୁଦ୍ଧା ଭୁବନେଶ୍ୱର ରେଳଷ୍ଟେଶନ ୪୯୩କୋଟିରୁ ଊଦ୍ଧ୍ୱର୍ ଟଙ୍କା ରୋଜଗାର କରି ଦ୍ୱିତୀୟ ସର୍ବାଧିକ ଆୟ କରୁଥିବା ଷ୍ଟେଶନ ସ୍ଥାନ ପାଇଛି।

ପୂର୍ବତଟ ରେଳବାଇର ବିଶାଖାପାଟନମ ରେଳ ଷ୍ଟେଶନ ସର୍ବାଧିକ ଆୟ ତାଲିକାରେ ପ୍ରଥମ ସ୍ଥାନରେ ରହିଥିବା ଏକ ସୂଚନା ଅଧିକାର ତଥ୍ୟରୁ ଜଣାପଡିଛି । ଗତ ଆର୍ଥିକ ବର୍ଷରେ ପୁରୀ ତୃତୀୟ, ବ୍ରହ୍ମପୁର ଚତୁର୍ଥ ଏବଂ କଟକ ପଞ୍ଚମ ସର୍ବାଧିକ ଆୟକାରୀ ଷ୍ଟେଶନ ତାଲିକାରେ ରହିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri