୪ ବିଦ୍ୟାଳୟରେ ଲାଗିଲା ସାନିଟାରି ନାପ୍‌କିନ୍‌ ଭେଣ୍ଡିଂ ମେଶିନ୍‌

କୁଜଙ୍ଗ,୨୩।୩(ଡି.ଏନ୍‌.ଏ.): ୧୦ରୁ ୧୯ ବର୍ଷ ବାଳିକାମାନଙ୍କ ସ୍ବଚ୍ଛତା ଓ ପରିଚ୍ଛନ୍ନତା ଉପରେ ଗୁରୁତ୍ୱ ଦେବା ନିମନ୍ତେ ଜେଏସ୍‌ଡବ୍ଲ୍ୟୁ କମ୍ପାନୀ ପକ୍ଷରୁ ବିଭିନ୍ନ ବିଦ୍ୟାଳୟରେ ମଙ୍ଗଳବାର ସାନିଟାରୀ ନାପ୍‌କିନ୍‌ ଭେଣ୍ଡିଂ ମେଶିନ୍‌ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳର ନୂଆଗାଁସ୍ଥିତ କୁଞ୍ଜବିହାରୀ ଉଚ୍ଚ ବିଦ୍ୟାଳୟ ଓ ଗଡ଼କୁଜଙ୍ଗସ୍ଥିତ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ସମେତ ପାରାଦୀପ ସହରାଞ୍ଚଳରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ଓ ଏନ୍‌ଏସି ବାଳିକା ବିଦ୍ୟାଳୟକୁ ଏହି ମେଶିନ ପ୍ରଦାନ କରାଯାଇଛି। ଏହି ୪ ବିଦ୍ୟାଳୟରେ ୫୦୦ରୁ ଊର୍ଦ୍ଧ୍ୱ ବାଳିକା ଅଧ୍ୟୟନରତ ଅଛନ୍ତି। ଏସବୁ ବିଦ୍ୟାଳୟର ଜଣେ ଲେଖାଏଁ ଶିକ୍ଷୟିତ୍ରୀଙ୍କୁ ସାନିଟାରୀ ନାପ୍‌କିନ୍‌ ଭେଣ୍ଡିଂ ମେଶିନ୍‌ ଦାୟିତ୍ୱ ଦିଆଯାଇଛି। ଏହି ମେଶିନ୍‌ ବିଦ୍ୟାଳୟକୁ ଆସିବା ପରେ କିଶୋରୀମାନେ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୋଇପାରିବେ ବୋଲି ଶିକ୍ଷୟିତ୍ରୀ, ଶିକ୍ଷକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri