ସୋନପୁରକୁ ଗଡ଼ିବ ୪ ଟ୍ରେନ

ଭୁବନେଶ୍ୱର,୧୪।୩(ଅନୁରାଧା ମହାରଣା)ବଲାଙ୍ଗୀର ପାର୍ଶ୍ୱରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ ଲାଇନ୍‌ କାର୍ଯ୍ୟକ୍ଷମ ହୋଇଛି। ଏବେ ସୋନପୁରକୁ ୪ଟି ଟ୍ରେନ୍‌ ଚଳାଚଳ କରିବ। ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏକ୍ସପ୍ରେସ ଏବଂ ଦୁଇ ଯୋଡା ବଲାଙ୍ଗୀର-ବିଛୁପାଲି-ବଲାଙ୍ଗୀର ପାସେଞ୍ଜରକୁ ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ ନିଷ୍ପତ୍ତି ହୋଇଥିବାବେଳେ ବଲାଙ୍ଗୀର ଓ ସୋନପୁର ମଧ୍ୟରେ ଗୋଟିଏ ନୂଆ ଟ୍ରେନ୍‌ ଚଳାଚଳ କରିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।
୧୨୮୯୩ ଭୁବନେଶ୍ୱର-ବଲାଙ୍ଗୀର-ସୋନପୁର ଏକ୍ସପ୍ରେସ ବଲାଙ୍ଗୀରରେ ପହଞ୍ଚତ୍ବା ପରେ ଅପରାହ୍ନ ୧ଟା ୪୫ରେ ସୋନପୁର ଅଭିମୁଖେ ଯାତ୍ରା କରିବ। ଫେରିବା ମାର୍ଗରେ ୧୨୮୯୪ ସୋନପୁର-ଭୁବନେଶ୍ୱର ଏକ୍ସପ୍ରେସ ସୋନପୁରରୁ ଅପରାହ୍ନ ୧ରେ ଛାଡି ଅପରାହ୍ନ ୨ଟା ୨୫ରେ ବଲାଙ୍ଗୀର ଓ ରାତି ୯ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚତ୍ବ। ଏହି ଟ୍ରେନ ମାର୍ଚ୍ଚ ୧୪ରୁ ସୋନପୁରରୁ ଏବଂ ୧୫ରୁ ଭୁବନେଶ୍ୱରରୁ ନିୟମିତ ଭାବେ ଚଳାଚଳ କରିବ।
୧୨୮୯୩/୧୨୮୯୪ ଭୁବନେଶ୍ୱର-ସୋନପୁର-ଭୁବନେଶ୍ୱର ଏକ୍ସପ୍ରେସର ସମୟ ସାରଣୀ ଓ ରହଣି ଭୁବନେଶ୍ୱର ଏବଂ ବଲାଙ୍ଗୀର ମଧ୍ୟରେ ଅପରିବର୍ତ୍ତିତ ରହିବ। ୦୮୩୦୫/୦୮୩୦୬ ବଲାଙ୍ଗୀର-ବିଛୁପାଲି-ବଲାଙ୍ଗୀର ପାସେଞ୍ଜର ବଲାଙ୍ଗୀରରୁ ପୂର୍ବାହ୍ନ ୮ଟା ୧୫ରେ ଛାଡି ସୋନପୁରରେ ପୂର୍ବାହ୍ନ ୯ଟା ୪୫ରେ ପହଞ୍ଚତ୍ବ। ସୋନପୁରରୁ ପୂର୍ବାହ୍ନ ୧୦ଟା ୪୫ରେ ଛାଡି ମଧ୍ୟାହ୍ନ ୧୨ଟାରେ ବଲାଙ୍ଗୀରରେ ପହଞ୍ଚତ୍ବ। ୦୮୩୦୭/୦୮୩୦୮ ବଲାଙ୍ଗୀର-ବିଛୁପାଲି-ବଲାଙ୍ଗୀର ପାସେଞ୍ଜର ବଲାଙ୍ଗୀରରୁ ଅପରାହ୍ନ ୧୨ଟା ୫୦ରେ ଛାଡି ସୋନପୁରରେ ଅପରାହ୍ନ ୨ଟା ୨୦ରେ ପହଞ୍ଚତ୍ବ। ସୋନପୁରରୁ ଅପରାହ୍ନ ୫ଟାରେ ଛାଡି ସା ୬ଟା ୧୫ରେ ବଲାଙ୍ଗୀରରେ ପହଞ୍ଚତ୍ବ। ୦୮୩୦୯/୦୮୩୧୦ ବଲାଙ୍ଗୀର-ସୋନପୁର-ବଲାଙ୍ଗୀର ପାସେଞ୍ଜର ମାର୍ଚ୍ଚ ୧୫ରୁ ବଲାଙ୍ଗୀରରୁ ସନ୍ଧ୍ୟା ୭ଟା ୧୫ରେ ଛାଡି ସୋନପୁରରେ ରାତି ୮ଟା ୪୫ରେ ପହଞ୍ଚତ୍ବ। ସୋନପୁରରୁ ଆସନ୍ତା ୧୬ ତାରିଖରୁ ଭୋର ୪ଟା ୧୫ରେ ଛାଡି ବଲାଙ୍ଗୀରରେ ସକାଳ ୫ଟା ୩୦ରେ ପହଞ୍ଚତ୍ବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri