ଭୁବନେଶ୍ୱର,୫।୧୨: ଦେଶର ପ୍ରମୁଖ ୪ଚକିଆ ଯାନ ନିର୍ମାତା ଓ ଅଟୋମୋବାଇଲ୍ସ କମ୍ପାନୀଗୁଡିକ ୨୦୨୪ ଜାନୁୟାରୀରୁ ନୂଆ ଦର ଲାଗୁ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶେଷ କରି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଘରୋଇ ବଜାରରେ କଞ୍ଚାମାଲର ଅଭାବ କାରଣରୁ ଯାନ ଦର ବୃଦ୍ଧି କରାଯାଉଛି ବୋଲି ଅଟୋମେକରଙ୍କ ପକ୍ଷରୁ କୁହାଯାଇଛି।
ବାମଣ୍ଡା କପ୍ କ୍ରିକେଟ୍: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
Archives


