ଗୋଟିଏ ପରିବାରରୁ ୪ ବିଜୟୀ

ଆସିକା,୨୮ା୨(ଡି.ଏନ.ଏ.)  ଗଞ୍ଜାମ ଜିଲା ଆସିକା ବ୍ଲକରେ ଗତଥର ଅଧ୍ୟକ୍ଷ ଥିବା ହରେକୃଷ୍ଣ ମଲିକ ଓ ତାଙ୍କ ପରିବାରର ଅନ୍ୟ ୩ଜଣ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିଥିବା ବେଳେ ସମସ୍ତେ ବିଜୟୀ ହୋଇଛନ୍ତି। ହରେକୃଷ୍ଣ ବେଣାପାଟ ପଞ୍ଚାୟତରୁ ସରପଞ୍ଚ ନିର୍ବାଚିତ ହୋଇଛନ୍ତି। ତାଙ୍କ ବଡ଼ଭାଇ ଭବାନୀ ଶଙ୍କର ମଲିକ (ଟୁଟୁ) କେନ୍ଦୁପଦର ପଞ୍ଚାୟତରୁ ସରପଞ୍ଚ ଓ ଭଉଣୀ ବାସନ୍ତୀ ପ୍ରଧାନ ସମିତିସଭ୍ୟ ଭାବେ ବିଜୟୀ ହୋଇଛନ୍ତି। ସେହିପରି ବାଙ୍ଗରଡା ପଞ୍ଚାୟତରୁ ହରେକୃଷ୍ଣଙ୍କ ଭାଉଜ ତଥା ଭବାନୀ ଶଙ୍କରଙ୍କ ସ୍ତ୍ରୀ ଶିଖା ମଲିକ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ବ୍ଲକ ଅଧ୍ୟକ୍ଷ ଭାବେ ଗତ ୫ ବର୍ଷର ନିଃସ୍ବାର୍ଥପର କାର୍ଯ୍ୟର ଜନସାଧାରଣଙ୍କ ପ୍ରତିଦାନ ବୋଲି ହରେକୃଷ୍ଣ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri