ଆସିକା,୨୮ା୨(ଡି.ଏନ.ଏ.) ଗଞ୍ଜାମ ଜିଲା ଆସିକା ବ୍ଲକରେ ଗତଥର ଅଧ୍ୟକ୍ଷ ଥିବା ହରେକୃଷ୍ଣ ମଲିକ ଓ ତାଙ୍କ ପରିବାରର ଅନ୍ୟ ୩ଜଣ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିଥିବା ବେଳେ ସମସ୍ତେ ବିଜୟୀ ହୋଇଛନ୍ତି। ହରେକୃଷ୍ଣ ବେଣାପାଟ ପଞ୍ଚାୟତରୁ ସରପଞ୍ଚ ନିର୍ବାଚିତ ହୋଇଛନ୍ତି। ତାଙ୍କ ବଡ଼ଭାଇ ଭବାନୀ ଶଙ୍କର ମଲିକ (ଟୁଟୁ) କେନ୍ଦୁପଦର ପଞ୍ଚାୟତରୁ ସରପଞ୍ଚ ଓ ଭଉଣୀ ବାସନ୍ତୀ ପ୍ରଧାନ ସମିତିସଭ୍ୟ ଭାବେ ବିଜୟୀ ହୋଇଛନ୍ତି। ସେହିପରି ବାଙ୍ଗରଡା ପଞ୍ଚାୟତରୁ ହରେକୃଷ୍ଣଙ୍କ ଭାଉଜ ତଥା ଭବାନୀ ଶଙ୍କରଙ୍କ ସ୍ତ୍ରୀ ଶିଖା ମଲିକ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ବ୍ଲକ ଅଧ୍ୟକ୍ଷ ଭାବେ ଗତ ୫ ବର୍ଷର ନିଃସ୍ବାର୍ଥପର କାର୍ଯ୍ୟର ଜନସାଧାରଣଙ୍କ ପ୍ରତିଦାନ ବୋଲି ହରେକୃଷ୍ଣ ମତବ୍ୟକ୍ତ କରିଛନ୍ତି।
Posted inଗଞ୍ଜାମ, ପଞ୍ଚାୟତ ଇଲେକ୍ସନ View All
କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ
ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…
‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’
ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…
ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା
ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…
ନ୍ୟାଶନାଲ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା
ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍…
ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…
ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…
ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ
ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…
କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ
ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…
ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ
ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

