ରାଜ୍ୟରେ ଖୁବ୍‌ଶୀଘ୍ର ପ୍ରତିଷ୍ଠା ହେବ ୪ଟି ମହିଳା କୋର୍ଟ: ଆଇନ ମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧(ସୁନିତ୍‌ ମିଶ୍ର): ରାଜ୍ୟରେ ମହିଳାମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଲାଗି ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ମହିଳାଙ୍କ ବିରୋଧରେ ବଢ଼ିଚାଲିଥିବା ଅପରାଧକୁ ନ୍ୟାୟ ଦେବା ଲାଗି ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ କରିବେ। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏହି ୪ଟି କୋର୍ଟ ପ୍ରତିଷ୍ଠା ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ପୃଥ୍ବୀରାଜ କହିଛନ୍ତି, ରାଜ୍ୟରେ ୪ଟି ମହିଳା କୋର୍ଟ ପ୍ରତିଷ୍ଠା ସମ୍ବନ୍ଧୀୟ ପ୍ରସ୍ତାବ ଖୁବ୍‌ଶୀଘ୍ର ଓଡ଼ିଶା ହାଇକୋର୍ଟକୁ ପଠାଯିବ। ଏହି ୪ଟି କୋର୍ଟ କେବଳ ମହିଳାଙ୍କ ବିରୋଧରେ ହେଉଥିବା ଅପରାଧର ବିଚାର କରିବେ। ଏଥିରେ ମହିଳା ବିଚାରପତି ଏବଂ ସରକାରୀ ଓକିଲ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri