ଢେଙ୍କାନାଳ ଜିଲାରେ ସୀମା ଟପିଲା ବର୍ବରତା: ୪ବର୍ଷର ଶିଶୁକୁ ବଳାତ୍କାର ପରେ ହତ୍ୟା

ଢେଙ୍କାନାଳ ଅଫିସ/କାମାକ୍ଷାନଗର/କାଳିଆପାଣି(ଡି.ଏନ୍‌.ଏ.), ୧୩।୧୧-ଢେଙ୍କାନାଳ-ଯାଜପୁର ସୀମାନ୍ତ କଙ୍କଡ଼ାହାଡ଼ ଥାନା ଖରଖରି ଗ୍ରାମରେ ଜଣେ ୪ବର୍ଷର ଶିଶୁଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି କେତେଜଣ ବ୍ୟକ୍ତି ଏପରି ଜଘନ୍ୟକାଣ୍ଡ ଘଟାଇଥିବା ମୃତ ଶିଶୁକନ୍ୟାଙ୍କ ବାପା ଅଭିଯୋଗ କରିଛନ୍ତି। ଏପରି ସମ୍ବେଦନଶୀଳ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ସନ୍ଧାନୀ କୁକୁର ସହାୟତାରେ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରୁ ନମୁନା ସଂଗ୍ରହ କରିଛି। ସନ୍ଦେହରେ ୫ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଥିବା କାମାକ୍ଷାନଗର ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri