୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ

ଦେବଗଡ଼,୬।୪(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ ହୋଇଛି। ୧୬ ବର୍ଷର ନାବାଳକ ବଳାତ୍କାର କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ରିଆମାଳ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ନାବାଳକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ। ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ବାଭାବିକ ଅଛି। ସୋମବାର ଡାକ୍ତରୀମାଇନା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…

ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ…

ପାଣି ଆଣିବାକୁ ଯାଇ କେନାଲରେ ଭାସିଗଲେ ମହିଳା, ଅପସ୍ମାର…

ଅତାବିରା,୧୩।୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମର ଏକ କେନାଲରୁ ଭାସୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ଜବତ କରାଯାଇଛି ।…

ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

ଭୁବନେଶ୍ୱର,୧୩।୨: ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ…

ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ, ମସ୍ତିସ୍କାଘାତ ଯୋଗୁଁ…

ଭୁବନେଶ୍ବର,୧୩ା୨: କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ରହିଛି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକର…

କଣ୍ଟେନରରେ ରାଜ୍ୟ ବାହାରକୁ ଧାନ ଚାଲାଣ

ମହାକାଳପଡ଼ା,୧୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରୁ କୋଲକାତା, ଆନ୍ଧ୍ରପ୍ରଦେଶ, ରାୟପୁର, ଛତିଶଗଡ, ମଧ୍ୟପ୍ରଦେଶ, ବିହାର, ସିକିମ ଓ ନାଗାଲାଣ୍ଡ ଆଦି ରାଜ୍ୟକୁ ମୋଟା…

ଚଳିତବର୍ଷ ଆଗୁଆ ହେବ ସ୍ନାତକ, ସ୍ନାତକୋତ୍ତର ନାମଲେଖା

ଭୁବନେଶ୍ୱର,୧୩ା୨(ସୁଚିସ୍ମିତା ସାହୁ): ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ନାମଲେଖା ଆଗୁଆ କରାଯିବ। ଜୁଲାଇ ମାସ ଦ୍ୱିତୀୟ ସପ୍ତାହରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା…

ରାୟଗଡ଼ାରେ ମାଓବାଦୀ ପୋଷ୍ଟର, ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର…

ରାୟଗଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁମାଗୁଡ଼ା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଦେଖାଯାଇଛି । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ…

ବିଜେଡିରୁ ବିଦାହେଲେ ସ୍ବାଧୀନ, ପ୍ରଦୀପ

ଭୁବନେଶ୍ୱର, ୧୩।୨(ସୁନିତ୍‌ ମିଶ୍ର): ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ବିଜେଡି ଗୁରୁବାର ଆଉ ୨ ଜଣଙ୍କୁ ନିଲମ୍ବିତ କରିଛି। କଟକ ଏବଂ କଟକ ସଦରର ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri