୪ ଯୁବତୀଙ୍କୁ କରିଥିଲେ ବଳାତ୍କାର: କୋର୍ଟରେ ଜଜ୍‌ଙ୍କ ସାମ୍ନାରେ ସ୍ବୀକାର କଲେ ନିଜ ଦୋଷ, ଆଉ ତା’ ପରେ…

ନ୍ୟୁୟର୍କ,୨୫ା୧୧: ଜଣେ କି ଦୁଇ ଜଣ ନୁହେଁ, ୪ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନ୍ୟୁୟର୍କର ଜଣେ ଯୁବକ ଜେଲ୍‌ ଯାଇଛନ୍ତି। ୨୦ ବର୍ଷୀୟ କ୍ରିଷ୍ଟୋଫର ଓ୍ବେଲଟର ନାମକ ଜଣେ ଯୁବକ ୨୦୧୭ ଏବଂ ୨୦୧୮ ମଧ୍ୟରେ ଲେମ୍ବିଷ୍ଟନରେ ପରିବାର ସହ ରହୁଥିବା ୪ ଯୁବତୀଙ୍କୁ ବଳାତ୍କାର କରିଥିଲେ। ଏହି କଥା ଜଣାପଡ଼ିଥିଲା କୋର୍ଟରେ। ଜାଣନ୍ତୁ କେମିତି…

ନିଏଗ୍ରା କାଉଣ୍ଟି କୋର୍ଟର ଜଜ୍‌ ମେଥ୍ୟୁ ମର୍ଫି ଏକ ବଳାତ୍କାର କେସ୍‌ର ବିଚାର କରି ରାୟ ଶୁଣାଇଛନ୍ତି। କୋର୍ଟରେ ବିଚାର ଚାଲିଥିବା ବେଳେ କିଛି ବଳାତ୍କାର ପୀଡ଼ିତା ଉପସ୍ଥିତ ଥିଲେ। ଅଭିଯୁକ୍ତମାନେ ମଧ୍ୟ ଉପସ୍ଥିତ ଥିଲେ। ଜଜ୍‌ କହିଥିଲେ ଯିଏ ପ୍ରକୃତ ଦୋଷୀ ସେ ନିଜେ ଠିଆ ହୋଇ ନିଜର ଦୋଷ ସ୍ବୀକାର କରନ୍ତୁ। ଏହି ସମୟରେ କ୍ରିଷ୍ଟୋଫର ଠିଆ ହୋଇ ଜଜ୍‌ଙ୍କ ଆଗରେ ସବୁ କହିଥିଲେ। ସେ ୪ ଯୁବତୀଙ୍କୁ ବଳତ୍କାର କରିଥିବା ସ୍ବୀକାର କରିଥିଲେ। ଏହା ପରେ ଜଜ୍‌ ତାଙ୍କୁ ୮ ବର୍ଷ ଜେଲ୍‌ଦଣ୍ଡ ଶୁଣାଇଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri