ଗଞ୍ଜାମରେ ପୁଣି ୩ ନୂଆ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୦କୁ ବୃଦ୍ଧି

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୦କୁ ବୃଦ୍ଧି ପାଇଛି। ଜିଲାର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୫୨ ଜଣ ସୁସ୍ଥ ହୋଇଥିବା ବେଳେ ୪୦୪ ଜଣ ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡାରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡା ଅଫିସ, ୧୬।୬- କେନ୍ଦ୍ରାପଡା ଜିଲାରେ ମଙ୍ଗଳବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛିା...

ଗ୍ରାହାମ ଷ୍ଟେନ୍ସ ପୋଡ଼ି ଘଟଣା: ଦାରା ସିଂଙ୍କ ସହଯୋଗୀଙ୍କୁ ଗିରଫ କଲା ସିବିଆଇ

ଠାକୁରମୁଣ୍ଡା,୨୧ା୯(ଡି.ଏନ୍‌.ଏ.): ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁତ୍ରଙ୍କୁ ପୋଡ଼ି ହତ୍ୟା କରିଥିବା ଘଟଣାରେ ଫେରାର ଥିବା ଦାରା ସିଂଙ୍କ ଜଣେ...

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ବବ୍‌ଲୁ ଆହତ

କଟକ ଅଫିସ୍‌, ୧୧।୧୨: କଟକ ନାରାଜରେ ବୁଧବାର ସକାଳେ ପୋଲିସ ଏନକାଉଣ୍ଟର କରିଛି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡର ମିଳିତ ଭାବେ କରାଯାଇଥିବା ଏହି...

୩ ସନ୍ତାନ ଥିବାରୁ କାନାକୋଟ ସରପଞ୍ଚଙ୍କ ପଦବୀ ଅସିଦ୍ଧ

ନବରଙ୍ଗପୁର,୩ା୧(ବି.ପ୍ର)- ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ କାନାକୋଟ ପଞ୍ଚାୟତ ସରପଞ୍ଚ ଜଗ ଭତରାଙ୍କ ୩ଟି ସନ୍ତାନ ଥିବାରୁ ତାଙ୍କ ପଦବୀକୁ ଜିଲାପାଳ ତଥା ଜିଲା...

ବୈଷୟିକ ପରିଚାଳନା, ସଚେତନତାକୁ ଗୁରୁତ୍ୱ  

ଅନୁଗୋଳ ଅଫିସ, ୫ା୬- ରାଜ୍ୟ ସରକାରଙ୍କ ଦ୍ୱାରା ଅନୁଗୋଳ ଜିଲା ପାଇଁ କୋଭିଡ୍‌-୧୯ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର...

କାଠ ଉପରେ ଚାଲିବେ ସଂକ୍ରିଡ଼ାବାସୀ

ବନ୍ତଳା, ୧୨ା୧୦ (ଡି.ଏନ୍‌.ଏ.):  ଶିଳ୍ପାୟନରେ ଆଗୁଆ ଅନୁଗୋଳ। ରାଜ୍ୟର ସର୍ବାଧିକ ରାଜସ୍ବ ମଧ୍ୟ ଆଦାୟ ହେଉଛି ଏହି ଜିଲାରୁ। ହେଲେ ଜିଲାରେ ଏମିତି ବି ଗଁା...

ଦେବ ସ୍ନାନ ପୂର୍ଣ୍ଣିମା: ଭକ୍ତ ବିରହରେ ଭଗବାନ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମା ବିଭିନ୍ନ ପୀଠରେ କଡ଼ା କଟକଣା ପୂର୍ବକ ପାଳିତ ହେଉଛି। କଟକ ଜିଲା ବ୍ରହ୍ମକ୍ଷେତ୍ର ଜିଗ୍ନିପୁର...

ସମ୍ବଲପୁରରେ ଏନ୍‌କାଉଣ୍ଟର୍‌: କୁଖ୍ୟାତ ଅପରାଧୀ ତ୍ରିଦେବ ଆହତ

ସମ୍ବଲପୁର,୧୦ା୯(ବ୍ୟୁରୋ): ସମ୍ବଲପୁର ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତ୍ରିଦେବ ବାଗ(୨୫) ମଙ୍ଗଳବାର ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି । ଆହତ ଅବସ୍ଥାରେ...

Play 250+ Trending Games
Archives

Model This Week

Why Dharitri