କାର ସହ ୪୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ସୋନପୁର,୨୫।୨(ଆ.ପ୍ର.): ସୋନପୁର ଅବକାରୀ ବିଭାଗ ଶନିବାର ସ୍ଥାନୀୟ ପଟାଭା ଛକରୁ କାର ସହ ୪୦ କେଜି ଗଞ୍ଜେଇ ଜବତ କରିଛିି । ଏହି ଘଟଣା ରେ ୨ଜଣ ବାହାର ରାଜ୍ୟର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ ବିହାର ଅଞ୍ଚଳର ରାଜ ଯାଦବ୍‌ ଓ ଚନ୍ଦନ କୁମାର । ଅଭିଯୁକ୍ତମାନେ ଏହି ଗଞ୍ଜେଇ କନ୍ଦମାଳ ଜିଲା ମୋହନା ଅଞ୍ଚଳରୁ ଆଣିଥିବା ଅବକାରୀ ଇନ୍ସପେକ୍ଟର ରାଧାକାନ୍ତ ଭୋଇ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ମଦ ଦୋକାନ ଭାଙ୍ଗିଲେ ଅସନ୍ତୁଷ୍ଟ ମହିଳା

ଖଇରା, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ରାଇଗଢିଆ ଗ୍ରାମରେ ଗତ ୫ବର୍ଷରୁ ଊର୍ଦ୍ଧ୍ୱ ହେଲା ବେଆଇନ ମଦ ବିକ୍ରୟ କେନ୍ଦ୍ର ଚାଲିଥିବା...

ପିଲାକୁ ଧରି ସ୍ତ୍ରୀ ପ୍ରେମିକ ସହ ଫେରାର

ଜଳେଶ୍ୱର, ୧୫ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ...

ପ୍ରଧାନ ଶିକ୍ଷକଙ୍କୁ ୧ ବର୍ଷ ଜେଲ

ବାଲିଗୁଡା,୮।୧(ଡି.ଏନ.ଏ.): କନ୍ଧମାଳ ଜିଲା ବେଲଘର ଥାନା ହାଇସ୍କୁଲରେ ଅଧ୍ୟୟନରତ ୨ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ...

ହାତୀ ଆକ୍ରମଣରୁ ମିଳୁନି ନିସ୍ତାର

ଜଳେଶ୍ୱର,୨୩|୧(ଡି.ଏନ.ଏ) ବାଲେଶ୍ୱର ଜିଲା ଜଳେଶ୍ୱରସ୍ଥିତ ରାଇବଣିଆ ଅଞ୍ଚଳରେ ଗତ କିଛିବର୍ଷ ହେଲା ହାତୀ ଉପଦ୍ରବ ଚଳାଇ ଆସୁଛନ୍ତି। କେତେବେଳେ ପଶ୍ଚିମବଙ୍ଗର ଦଲମା ଜଙ୍ଗଲରୁ ତ ପୁଣି କେତେବେଳେ...

ବନ୍ଧବାହାଲ, ନୂଆଡିହିର ଶତାଧିକ କର୍ମୀ କଂଗ୍ରେସରେ ଯୋଗଦେଲେ

ଝାରସୁଗୁଡ଼ା ଅଫିସ୍‌,୨୩ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାର ଏବେ ଜୋର ଧରିଛି। ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାପାଇଁ ବିଭିନ୍ନ ରାଜନୈତିକ ଦଳ ତରଫରୁ ରଣନୀତି ପ୍ରସ୍ତୁତ ଚାଲିଛି। ଏହି...

୧୩ ଜିଲାକୁ କାଳବୈଶାଖୀ, ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ସୋମବାର ୧୩ ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼,...

ଶ୍ରୀମନ୍ଦିରରେ ପଶିଲେ ବିଦେଶୀ, ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ

ପୁରୀ ଅଫିସ, ୨୬ା୧: ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବୁଧବାର ଅପରାହ୍ନରେ ଜଣେ ବିଦେଶୀ ନାଗରିକ ହାତରେ ବ୍ୟାଗ ଧରି ଶ୍ରୀମନ୍ଦିର...

ଭାସିଯାଉଥିବା ବେଳେ ଦେବଦୂତ ସାଜି ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ : ପୋଲିସ ପକ୍ଷରୁ ପୁରସ୍କାର

ଜୟପୁର,୭।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପ୍ରଖର ସ୍ରୋତରେ ଭାସିଯାଉଥିବା ବାଲାଜୀ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ...

Advertisement
Archives

Model This Week