Posted inଜାତୀୟ

‘କରୋନାରେ ୫ ଲକ୍ଷ ନୁହେଁ, ୪୦ ଲକ୍ଷ ଲୋକଙ୍କ ପ୍ରାଣ ଯାଇଛି’

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଶରେ କରୋନା କାରଣରୁ ମୃତ୍ୟୁର ସରକାରୀ ଆକଳନକୁ ମିଥ୍ୟା ବୋଲି କହିଛନ୍ତି। ସରକାରଙ୍କ ଅବହେଳା ଯୋଗୁ କରୋନା ମହାମାରୀ ସମୟରେ ୪୦ ଲକ୍ଷ ଭାରତୀୟଙ୍କର ମୃତ୍ୟୁ ହୋଇଥିବା ସେ ଦାବି କରିଛନ୍ତି। ରାହୁଲ ଗାନ୍ଧି ତାଙ୍କ ଟୁଇଟର ଆକାଉଣ୍ଟରେ ନ୍ୟୁୟର୍କ ଟାଇମସ ପକ୍ଷରୁ ପ୍ରକାଶ ପାଇଥିବା ଏକ ରିପୋର୍ଟକୁ ଶେୟାର କରି କହିଛନ୍ତି ଯେ, ସରକାରଙ୍କ ଅବହେଳା ଯୋଗୁ ଦେଶରେ ୫ ଲକ୍ଷ ନୁହେଁ, ୪୦ ଲକ୍ଷ ଲୋକଙ୍କ ପ୍ରାଣ ଯାଇଛି। ମୋଦି କେବେ ସତ କୁହନ୍ତି ନାହିଁ କି ଅନ୍ୟମାନଙ୍କୁ ସତ କହିବାକୁ ଦିଅନ୍ତି ନାହିଁ। ସେ ଏବେବି ଅମ୍ଳଜାନ ଅଭବରୁ କାହାରି ମୃତ୍ୟୁ ଘଟି ନ ଥିବା କହୁଛନ୍ତି। ମୃତକଙ୍କ ପରିବାରକୁ ପ୍ରତ୍ୟେକ ୪ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦିଆଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର…

ଚାଇନାରେ ପହଞ୍ଚୁ ପହଞ୍ଚୁ ଟ୍ରମ୍ପଙ୍କ ଘୋର ଅପମାନ! ସ୍ବାଗତ କରିବାକୁ ଆସିଲେନି…

ବେଜିଂ,୧୩।୫: ଚାଇନାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅପମାନ। ଦୁଇ ଦିନିଆ ସରକାରୀ ଗସ୍ତରେ ଚାଇନାରେ ପହଞ୍ଚିଥିବା ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ଚାଇନା ରାଷ୍ଟ୍ରପତି ଶି…

ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

କ୍ଷୁଦ୍ର ପଲୋର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ

ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି ।…

ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….

ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର…

କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…

ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା…

ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ…

ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…

ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri