୪୦% ବିଦେଶ ଫେରନ୍ତା ଦେଇଛନ୍ତି ଭୁଲ ଠିକଣା

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନକୁ ନେଇ ସମଗ୍ର ଦେଶକୁ ଚିନ୍ତା ଘାରିଛି । ବିଭିନ୍ନ ରାଜ୍ୟରୁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଓଡ଼ିଶାରେ ଏ ଯାଏ କେହି ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ହେଲେ ରାଜ୍ୟକୁ ଆସିଥିବା ବିଦେଶ ଫେରନ୍ତାଙ୍କ ମଧ୍ୟରୁ ୪୦%ଙ୍କ ପତ୍ତା କରାଯାଇପାରୁନି। ସେମାନେ ଦେଇଥିବା ପତ୍ତା ଭୁଲ ବୋଲି ଜଣାପଡ଼ିବା ପରେ ସେମାନଙ୍କୁ ଠାବ କରିବା ସମ୍ଭବ ହେଉନି ।
ସୂଚନାଯୋଗ୍ୟ, ଏବେ ସୁଦ୍ଧା ଆକ୍ରାନ୍ତ ରାଷ୍ଟ୍ରରୁ ଓଡ଼ିଶାକୁ ଆସିଛନ୍ତି ୮୦୦ରୁ ଅଧିକ ଯାତ୍ରୀ । ହେଲେ ସେମାନଙ୍କ ମଧ୍ୟରୁ ୪୦%ଙ୍କୁ ଠାବ କରାଯାଇପାରୁନି । ଏହି ବ୍ୟକ୍ତିମାନେ ଏୟାର ସୁବିଧା ପୋର୍ଟାଲରେ ଭୁଲ ଫୋନ ନମ୍ବର, ଭୁଲ ଠିକଣା ଦେଇଥିବା କାରଣରୁ ସେମାନଙ୍କୁ ଠାବ କରିବା ସମ୍ଭବ ହେଉନି । ଏୟାର ସୁବିଧା ପୋର୍ଟାଲରେ ସେଲ୍ଫ ଡିକାରେଶନ ବ୍ୟବସ୍ଥା ଥିବାରୁ ଏମିତିକି ଅନେକ ଯାତ୍ରୀ ଅନ୍ୟ ରାଜ୍ୟର ଠିକଣା ମଧ୍ୟ ଦେଉଛନ୍ତି । ଯାହାକି ବିଦେଶ ଫେରନ୍ତାଙ୍କ ଟ୍ରେସିଂରେ ସମସ୍ୟା ସୃଷ୍ଟି କରୁଛି । ତେବେ ବର୍ତ୍ତମାନ ସୁଦ୍ଧା କୌଣସି ଆକ୍ରାନ୍ତ ଫେରନ୍ତା ବ୍ୟକ୍ତି ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିନି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ଆଜି ୨୬୧୭ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୩୩୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୨୬୧୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫...

ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ

ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ,...

ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍‌

ଗୋପ,୨୩ା୧(ଡିଏନ୍‌ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍‌ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା...

ତାତିରେ ସିଝୁଛି ସାରା ଓଡ଼ିଶା: ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ

ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର,୧୮।୪(ଡି.ଏନ୍‌.ଏ.): ଡହଡହ ଖରାରେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ବେଳୁ ଖରାର ପ୍ରଭାବ ଦେଖିବାକୁ ମିଳୁଛି। ଲୋକେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ...

ମଧ୍ୟାହ୍ନ ଭୋଜନ ଦୁର୍ନୀତି: ସିଆର୍‌ସିସିଙ୍କୁ କାର୍ଯ୍ୟାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋରାପୁଟ ଓ ବଲାଙ୍ଗିରରେ ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣାରେ...

ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବେ

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପୁରୀ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେଇ ଶୁକ୍ରବାର ରାତି ପ୍ରାୟ ୯ଟା ୧୦ରେ ଶାହା...

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ ଛୁଇଁଲା

ଭୁବନେଶ୍ୱର,୧।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଁଚିଛି। ଆକ୍ରାନ୍ତ ବ୍ୟକ୍ତି ଜଣକ...

ଦୁର୍ନୀତି କରିବା ପଡିଲା ମହଙ୍ଗା: ଜଣେ ବିଡିଓ, ୨ ସରପଞ୍ଚ ନିଲମ୍ବିତ

ଭୁବନେଶ୍ୱର, ୨।୧୨: ପିଏମ୍‌ଏୱାଇ ସମ୍ପର୍କରେ ଜାରି ମାର୍ଗଦର୍ଶିକା ପାଳନ ନ କରିବା ଏବଂ ଦୁର୍ନୀତିକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଜଣେ ବିଡିଓ ଏବଂ ୨ ଜଣ...

Advertisement
Archives

Model This Week