ଭୋଜି ଖାଇ ୪୦ ଅସୁସ୍ଥ

ମାଲକାନଗିରି,୧୩।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି l ଭୋଜି ଖାଇ ଗ୍ରାମର ଛୋଟ ପିଲାଙ୍କ ସମେତ ୪୦ରୁଊର୍ଦ୍ଧ୍ୱ ମହିଳାପୁରୁଷ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସାମାନ୍ୟ ଅସୁସ୍ଥଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି। ଖବରରୁ ଜଣାପଡ଼ିଛି, ଏମ୍‌ପିଭି-୬୫ ଗ୍ରାମର ଦୀପକ ସରକାରଙ୍କ ଝିଅ ବିବାହ ଗତ ସୋମବାର ହୋଇଥିବାବେଳେ ଶୁକ୍ରବାର ଭୋଜି ହୋଇଥିଲା। ଭୋଜି ଖାଇ ଗ୍ରାମର ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ପାଳିତ ହେଲା ଜିଲାସ୍ତରୀୟ ସ୍ବାଧୀନତା ଦିବସ; ସଂଗ୍ରାମୀଙ୍କ ତ୍ୟାଗ, ବଳିଦାନ ପାଇଁ ଆମେ ପାଇଛୁ ସ୍ବାଧିନତା: ଜିଲାପାଳ

ଛତ୍ରପୁର,୧୫।୮(ଡି.ଏନ୍‌.ଏ):ଗଞ୍ଜାମରେ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ ସମାରୋହ ଶନିବାର ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛିା ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ଗଞ୍ଜାମ ଆସିଲେ ୪ ଡିଏସ୍‌ପି, ୪ ପ୍ଲାଟୁନ ଫୋର୍ସ: କରିବେ କୋଭିଡ ପରିଚାଳନା ତଦାରଖ

ଛତ୍ରପୁର,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କୋଭିଡ-୧୯ ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହିପରିପ୍ରେକ୍ଷୀରେ କୋଭିଡ ପରିଚାଳନା ଓ ନିୟମକୁ କଡାକଡି ପାଳନର ତଦାରଖ...

ମୁଖ୍ୟମନ୍ତ୍ରୀ, ବିଧାୟକଙ୍କ ଫଟୋ ଛାପିବା ମହଙ୍ଗା ପଡ଼ିଲା

କଣ୍ଟାପଡା,୪ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡସଭ୍ୟ, ସମିତିସଭ୍ୟ ଓ ସରପଞ୍ଚ ପ୍ରାର୍ଥୀମାନେ ଦଳୀୟ ଚିହ୍ନ ସହିତ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ ଫଟୋ ବ୍ୟବହାର ନ କରିବା...

ମୃତଦେହରୁ କାଢ଼ିନେଲେ ଆଖି

ଭଦ୍ରକ ଅଫିସ, ୧୭।୧୧- କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ମୃତ୍ୟୁ ଘଟିଥିବା ବୀର ଗାଗାରାଇ ଓରଫ ନଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଦୁଇ...

ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର

ଦେବଗଡ଼, ୭ା୧୨(ଡ଼ି.ଏନ୍‌.ଏ.) – ଦେବଗଡ଼ରେ ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ନଗର ସଭାପତି ଦିବ୍ୟଶଙ୍କର ଖୁଣ୍ଟିଆଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ...

ନନ୍ଦନକାନନରେ ଅଫଲାଇନ ଟିକଟ

ବାରଙ୍ଗ,୨।୩(ଡି.ଏନ୍‌.ଏ.): ନନ୍ଦନକାନନରେ ଅଫଲାଇନ ଟିକଟ ଓ ବଣଭୋଜିକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତିା ନନ୍ଦନକାନନ ଉପନିର୍ଦ୍ଦେଶକ ଏ ନେଇ ସୂଚନା ଦେଇଛନ୍ତି । ଜାନୁୟାରୀ ୭ରୁ...

ଭଞ୍ଜନଗର, ବେଲଗୁଣ୍ଠାରେ ୧୧ କାଉନ୍‌ସିଲର ନିର୍ଦ୍ୱନ୍ଦ୍ୱ

ଭଞ୍ଜନଗର,୧୦ା୩(ଡି.ଏନ୍‌.ଏ.) ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ବେଲଗୁଣ୍ଠା ବ୍ଲକରେ ବିଜେଡି ଅଧ୍ୟକ୍ଷ ଆସନ ଦଖଲ କରିବାକୁ ଯାଉଛି। ବେଲଗୁଣ୍ଠାରେ ବ୍ଲକ ବିଜେଡି ସଭାପତି ପ୍ରଶାନ୍ତ ନାୟକ ଅଧ୍ୟକ୍ଷ ଆସନରେ...

ବର୍ଷାରେ ରାସ୍ତା ଧୋଇଗଲା

ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେରୁଆଁପାଳ-ତର୍କାବେଡା ଗ୍ରାମ ରାସ୍ତା ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଅଞ୍ଚଳବାସୀ ଗମନାଗମନରେ ନାହିଁ ନ ଥିବା...

Advertisement
Archives

Model This Week