Posted inଜାତୀୟ

ବିଶ୍ୱ ଖାଦ୍ୟ ଦିବସ: ଦେଶରେ ପ୍ରତିବର୍ଷ ନଷ୍ଟ ହେଉଛି ୪୦ ପ୍ରତିଶତ ଖାଦ୍ୟ, ପ୍ରତିଦିନ ଭୋକରେ ଶୋଉଛନ୍ତି ୨୦ କୋଟି

ନୂଆଦିଲ୍ଲୀ,୧୬ ।୧୦: ଅକ୍ଟୋବର ୧୬ ହେଉଛି ବିଶ୍ୱ ଖାଦ୍ୟ ଦିବସ । ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସରେ ୧୧୬ ଦେଶ ତାଲିକାରେ ଭାରତ ୯୧ ସ୍ଥାନରୁ ୧୦୧ତମ ସ୍ଥାନକୁ ଖସି ଆସିଛି । ଜାତିସଂଘର ଖାଦ୍ୟ ଏବଂ କୃଷି ସଙ୍ଗଠନ(ଏଫ୍‌ଏଓ)ର ରିପୋର୍ଟ ଅନୁଯାୟୀ, ବିଶ୍ୱରେ ପ୍ରତିଦିନ ୬୯ କୋଟିରୁ ଅଧିକ ଲୋକେ ପ୍ରତିଦିନ ଭୋକରେ ଶୋଇଥାଆନ୍ତି । ଭାରତରେ ଖାଦ୍ୟ ଅଭାବ ହେତୁ ଏଠାରେ ପ୍ରତିଦିନ ଭୋକିଲା ଶୋଉଥିବା ଲୋକଙ୍କ ସଂଖ୍ୟା ୨୦୦ ମିଳିୟନରୁ ଅଧିକ ବୋଲି କୁହାଯାଏ । ରକ୍ଷଣାବେକ୍ଷଣ କିମ୍ବା ଯୋଗାଣ ବ୍ୟବସ୍ଥାରେ ବାଧା ଯୋଗୁ ଦେଶରେ ଉତ୍ପାଦିତ ହେଉଥିବା ଖାଦ୍ୟର ୪୦ ପ୍ରତିଶତ ଖାଦ୍ୟ ନଷ୍ଟ ହୋଇଥାଏ ।
ଏଫ୍‌ଏଓ କହିଛି ଉପଯୁକ୍ତ ଅମଳ, ସଂରକ୍ଷଣ ଓ ଯୋଗାଣ ଅଭାବରୁ ବିଶ୍ୱରେ ୧୪ ପ୍ରତିଶତ ଖାଦ୍ୟ ନଷ୍ଟ ହୋଇଥାଏ । ସେହିଭଳି ଖାଦ୍ୟ ସାମଗ୍ରୀର ୧୭ ପ୍ରତିଶତ ଗ୍ରାହକ ସ୍ତରରେ ନଷ୍ଟ ହୋଇଥାଏ । ଯଦି ଏହାକୁ ରୋକାଯାଇ ପାରନ୍ତା ତେବେ ଏକ ବୃହତ ଜନସଂଖ୍ୟା ଯେଉଁମାନେ ଭୋକରେ ଶୋଉଛନ୍ତି ସେମାନଙ୍କ ଭେଟ ପୁରି ଯାଆନ୍ତା ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri