ଚେନ୍ନାଇ ପୋଲିସର ଆଉ ଏକ ରୂପ

ଚେନ୍ନାଇ,୧୩।୮: କରୋନା ଭାଇରସ ଏବେ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରି ଦେଇଛି। ଧନୀଠାରୁ ଗରିବ ସମସ୍ତେ ଏବେ ଏହାସହ ଲଢି ଚାଲିଛନ୍ତି। ଏହି ଅଦୃଶ୍ୟ ଯୁଦ୍ଧରେ ବିଜୟୀ ହେବାକୁ ଆଗଧାଡିର ଯୋଦ୍ଧା ସାଜିଛନ୍ତି ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ଇତ୍ୟାଦି। ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ କହିବା ସହ ପୋଲିସ ରାଜରାସ୍ତାରେ ଅମାନିଆକୁ ଜଗି ରହିଛି। ଏହାରି ଭିତରେ ମୁମ୍ବାଇର ସର୍ବାଧିକ ପୋଲିସ ଓ ସୁରକ୍ଷାକର୍ମୀ କରୋନା ଭାଇରସର ଶିକାର ମଧ୍ୟ ହୋଇ ସାରିଲେଣି। ସେହିପରି ଚେନ୍ନାଇର ମଧ୍ୟ କେତେଜଣ ପୋଲିସ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏବେ ଏମାନଙ୍କ ମଧ୍ୟରୁ କେତେଜଣ ସୁସ୍ଥ ହୋଇଯାଇଥିବା ବେଳେ ଗୁରୁବାର ୪୦ ପୋଲିସ ଚେନ୍ନାଇର ରାଜୀବ ଗାନ୍ଧୀ ଜେନରାଲ ହସ୍ପିଟାଲରେ ଅନ୍ୟ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ଲାଜମା ଦାନ କରିଛନ୍ତି। ଏହି ସମୟରେ ତାମିଲନାଡୁର ସ୍ବାସ୍ଥ୍ୟମନ୍ତ୍ରୀ ଡା. ସି ବିଜୟ ଭାସ୍କର ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଲମେଟ୍‌ ନ ଥିଲେ ମିଳିବନି ପେଟ୍ରୋଲ: ଜୁନ୍‌ ୧ରୁ ନିୟମ ହେବ ଲାଗୁ

ନୋଏଡ଼ା,୧୫ା୫: ସଡ଼କ ଦୁର୍ଘଟଣା ରୋକିବା ପାଇଁ ଉତ୍ତରପ୍ରଦେଶ ନୋଏଡ଼ା ଏବଂ ଗ୍ରେଟର ନୋଏଡ଼ା ପ୍ରଶାସନ ପକ୍ଷରୁ ଏକ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏଣିକି ହେଲମେଟ୍‌...

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭...

୫ ଆଞ୍ଚଳିକ ଭାଷାରେ ଉଚ୍ଚଶିକ୍ଷା

ନୂଆଦିଲ୍ଲୀ, ୩୦।୭(ପି.ଟି.):ରାଷ୍ଟ୍ର ନିର୍ମାଣ ମହାଯଜ୍ଞରେ ନୂତନ ଜାତୀୟ ଶିକ୍ଷାନୀତି (ଏନ୍‌ଇପି) ଏକ ବଡ଼ ଫ୍ୟାକ୍ଟର। ଭାରତର ସ୍ବର୍ଣ୍ଣିମ ଭବିଷ୍ୟତ ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ...

ଖାପ୍‌ ପଞ୍ଚାୟତରେ ତାଲିବାନୀ ଶାସନ: ପ୍ରେମୀଯୁଗଳଙ୍କୁ ମୂତ୍ର, ଗୋବର ଖାଇବାକୁ ନିର୍ଦ୍ଦେଶ

ଝାନ୍ସି,୮ା୨: ଉତ୍ତରତପ୍ରଦେଶରେ ଖାପ୍‌ ପଞ୍ଚାୟତର ତାଲିବାନୀ ଶାସନ ଥମିବାର ନାଁ ଧରୁନି। ଦୈନିକ ଅଜବ ଅଜବ ଘଟଣା ସାମ୍ନାକୁ ଆସୁଛି। ଖାପ୍‌ ପଞ୍ଚାୟତ ନେଉଥିବା ନିଷ୍ପତ୍ତିକୁ...

୬ ଘଣ୍ଟା ମଧ୍ୟରେ ବାଂଲାଦେଶ ମୁହାଁ ହେବ ‘ବୁଲ୍‌ବୁଲ୍‌’: ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟରେ ଲ୍ୟାଣ୍ଡ୍‌ଫଲ୍‌ କରିବା ସମ୍ଭାବନା

ନୂଆଦିଲ୍ଲୀ,୯।୧୧: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଆସନ୍ତା ୬ ଘଣ୍ଟା ପରେ ପଶ୍ଚିମବଙ୍ଗ ପାର ହୋଇ ବାଂଲାଦେଶ ମୁହାଁ ହେବ। ଏହା...

ସ୍କୁଲରେ ଆରମ୍ଭ ହେବ ପିଏମ୍‌-ପୋଷଣ ଯୋଜନା

ନୂଆଦିଲ୍ଲୀ,୨୯ ।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଧବାର କ୍ୟାବିନେଟରେ କେତେ ଗୁଡିଏ ବଡ ଘୋଷଣା କରାଯାଇଛି । କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କ୍ୟାବିନେଟରୁ ମିଳିଥବା...

ସ୍ତ୍ରୀଙ୍କୁ କରୋନା ହୋଇଥିବା ଶୁଣି ଜୀବନ ହାରିଲେ ସ୍ବାମୀ

ମୁଜାଫରପୁର, ୧୧।୮: ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଶୁଣିବା ପରେ ହାର୍ଟଆଟାର୍କରେ ପ୍ରାଣ ହରାଇଛନ୍ତି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବିହାରର ଆନନ୍ଦପୁର...

ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌କୁ ସିଙ୍ଗଲ ଡୋଜ ଭ୍ୟାକ୍ସିନ୍‌ ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ,୭।୮: ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌କୁ ସିଙ୍ଗଲ ଡୋଜ ଟିକାକୁ ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଛି। ଶନିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡାଭିଆ ଟୁଇଟ...

Advertisement


Archives

Model This Week