ଆଜି ୫୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୮ ଜଣ ଶିଶୁ ବି ଅଛନ୍ତି।

ରାଜ୍ୟରୁ ସୋମବାର ୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୮ ଜଣ ଶିଶୁ ବି ଅଛନ୍ତି।

ଆଜି ଗଜପତିରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୭ ଏବଂ କୋରାପୁଟରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୧, ବରଗଡ଼ ୧, ବୌଦ୍ଧ ୩, ଗଞ୍ଜାମ ୧, କେନ୍ଦ୍ରାପଡ଼ା ୧, ଖୋର୍ଦ୍ଧା ୪, ମୟୂରଭଞ୍ଜରୁ ୪ ଏବଂ ସମ୍ବଲପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୯୩ରେ ପହଞ୍ଚିଥିବା ବେଳେ ୧୨,୭୭,୪୨୪ ଜଣ ସୁସ୍ଥ ହୋଇଛନ୍ତି। ୬୦୦ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଚରଣଗତ ପରିବର୍ତ୍ତନ ପାଇଁ ନିୟୋଜିତ ୨୧୬୮ ସ୍ବଚ୍ଛସାଥୀ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ସହରାଞ୍ଚଳରେ ପରିମଳ ପରିଚାଳନା ବିଶେଷକରି କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିମେନ୍ତ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ। ସହରରେ ଥିବା ପ୍ରତିଟି ଘରୁ, ଦୋକାନ ବଜାର, ଅନୁଷ୍ଠାନ,ପ୍ରତିଷ୍ଠାନ...

ଆଜିଠୁ ପଟିଦିଅଁଙ୍କ ଦର୍ଶନ

ପୁରୀ ଅଫିସ,୧୮।୬: ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ସ୍ନାନମଣ୍ଡପରେ କରିଛନ୍ତି ସ୍ନାନ। ୧୦୮ ଗଡ଼ୁ ଅଭିମନ୍ତ୍ରିତ ଜଳରେ ସ୍ନାନକରି ଜ୍ୱରରେ ପୀଡ଼ିତ ହୋଇ ଚତୁର୍ଦ୍ଧାବିଗ୍ରହ ଏବେ ଅଣସର...

୪ ହଜାର ଘରବାହୁଡ଼ାଙ୍କ ଲାଗି ୯୫ କ୍ୱାରାଣ୍ଟାଇନ୍‌ ସେଣ୍ଟର: ପଞ୍ଜୀକରଣ କଲେଣି ୩୭୪୨ ଜଣ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.): ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪...

ଓଡ଼ିଶା ହାଇକୋର୍ଟ ପାଇଁ ନୂଆ ବିଚାରପତି

କଟକ ଅଫିସ, ୫ା୧୦: ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଏବଂ ଜିଲା ଓ ସେସନ୍ସ ଜଜ୍‌ ବିଭୁପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି...

ଦୁର୍ଦ୍ଦିନରେ ୫୦୦ ବୁଣାକାର ପରିବାର

ଖୋର୍ଦ୍ଧା ଅଫିସ,୨୧ା୩: କରୋନା ମହାମାରୀ ଯୋଗୁ ଏକ ବର୍ଷ ହେବ ଖୋର୍ଦ୍ଧା ଜିଲା ବେଗୁନିଆ ଏବଂ ବୋଲଗଡ଼ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ବୁଣାକାରଙ୍କ ପରିବାର ହାତ...

ଜମିପଟ୍ଟା ଯାଞ୍ଚ ସରିନି, ସ୍ଵର୍ଗଦ୍ୱାର ପାଖରେ ଖୋଲିଲାଣି ମଦ ଦୋକାନ

ପୁରୀ ଅଫିସ,୧୨।୯: ସ୍ଵର୍ଗଦ୍ୱାରକୁ ଲାଗି ଚୈତନ୍ୟ ଛକଠାରୁ ସାତଲହଡ଼ି ମଠ ମଧ୍ୟରେ ନିକଟରେ ୫ଟି ମଦ ଦୋକାନ ଖୋଲିଛି। ତେବେ ଏହି ଦୋକାନଗୁଡ଼ିକ ବିନା ଜମିପଟ୍ଟା...

ନରମିଲେ ବିଷ୍ଣୁ, ଟ୍ରିପଲ୍‌ ତଲାକ୍‌ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ

ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍‌ ତଲାକ୍‌ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ...

ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ: ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୪।୧(ବ୍ୟୁରୋ):  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଘୋଷଣାକୁ ଆଉ କିଛିଦିନ ବାକି ରହିଥିବା ବେଳେ ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସୁପ୍ରିମକୋର୍ଟଙ୍କ...

Advertisement
Archives

Model This Week