Posted inଖେଳ

୪୦ ବର୍ଷ ପରେ ଆଇଓସିର ୧୪୦ତମ ବୈଠକ ମୁମ୍ବାଇରେ…

ବେଜିଂ/ନୂଆଦିଲ୍ଲୀ,୧୯।୨ : ଅନ୍ତର୍ଜାତୀୟ ଅଲିମ୍ପିକ କମିଟି(ଆଇଓସି)ର ୧୪୦ତମ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ। ଶନିବାର ବେଜିଂରେ ଅନୁଷ୍ଠିତ ୧୩୯ତମ ଅଲିମ୍ପିକ କମିଟି ବୈଠକରେ ଭାରତ ପରବର୍ତ୍ତୀ ବୈଠକ ଆୟୋଜନ କରିବାର ଅଧିକାର ହାସଲ କରିଛି। ଏନେଇ ବୈଠକରେ କୌଣସି ଦେଶ ଭାରତକୁ ବିରୋଧ କରି ନ ଥିଲେ। ୨୦୨୩ରେ ଭାରତ ଦ୍ୱିତୀୟ ଥର ପାଇଁ ଅଲିମ୍ପିକ କମିଟିର ବୈଠକ ଆୟୋଜନ କରୁଥିବାବେଳେ ପ୍ରଥମ ଥର ପାଇଁ ମୁମ୍ବାଇରେ ଏହା ଅନୁଷ୍ଠିତ ହେବ।

ଏହାପୂର୍ବରୁ ୪୦ ବର୍ଷ ତଳେ ୧୯୮୩ରେ ଦିଲ୍ଲୀରେ ଏହି ବୈଠକ ଆୟୋଜିତ ହୋଇଥିଲା। ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର ୧୩୯ତମ ବୈଠକରେ ଭାରତ ପକ୍ଷରୁ ଅଭିନଭ ବିନ୍ଦ୍ରା, ନରିନ୍ଦର ବାତ୍ରା ଏବଂ ନୀତା ଅମ୍ବାନୀ ଯୋଗ ଦେଇଥିଲେ। ଏଥିରେ ଭାରତର କ୍ରୀଡ଼ା ଏବଂ ଯୁବ ମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ ଯୋଗ ଦେଇଛନ୍ତି। ୨୦୨୩ରେ ମୁମ୍ବାଇର ଜିଓ ୱାଲର୍‌ଡ କନଭେନଶନ ସେଣ୍ଟରରେ ଅଲିମ୍ପିକ କମିଟି ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri