୪୦୦ କେ.ଜି. ୟୁରାନିୟମ ଗଲା କୁଆଡେ, ଏବେ ହେବ କ’ଣ: ଚିନ୍ତାରେ ଆମେରିକା

ଓ୍ବାଶିଂଟନ,୨୫ା୬:ଇରାନର ୩ ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକା ୬ଟି ବଙ୍କର ବଷ୍ଟର ବୋମା ପକାଇବା ପରେ ଏହାର ୪୦୦ କିଲୋଗ୍ରାମ ୟୁରାନିୟମର ହିସାବ ମିଳୁନାହିଁ। ଏହି ୟୁରାନିୟମ ୧୦ଟି ଅଣୁଅସ୍ତ୍ର ନିର୍ମାଣ ପାଇଁ ପର୍ଯ୍ୟାପ୍ତ। ଏହା ଗାଏବ ହୋଇଥିବାରୁ ଆଶଙ୍କା ସୃଷ୍ଟି କରିଥିବା ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ କହିଛନ୍ତି। ଗାଏବ ୟୁରାନିୟମକୁ ତେହରାନ ବୁଝାମଣା ପାଇଁ ମୂଲଚାଲର ଏକ ମାଧ୍ୟମ ଭାବେ ବ୍ୟବହାର କରିପାରେ ବୋଲି କୁହାଯାଉଛି। ରିପୋର୍ଟ ଅନୁଯାୟୀ ଆମେରିକା ଆକ୍ରମଣ କରିବା ପୂର୍ବରୁ ଇରାନ ଏହାର କେତେକ ଗଚ୍ଛିତ ୟୁରାନିୟମ ଓ ଉପକରଣକୁ ଏକ ଗୁପ୍ତ ସ୍ଥାନକୁ ନେଇଯାଇଛି। କାରଣ ଫର୍‌ଦୋ ଆଣବିକ ପ୍ଲାଣ୍ଟ ବାହାରେ ୧୬ଟି ଟ୍ରକ୍‌ ଲାଇନ୍‌ରେ ଛିଡ଼ା ହୋଇଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…

ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି,...

ଭୟଙ୍କର ଦୁର୍ଘଟଣା: ୧୦ ଫୁଟ ଉପରକୁ ଉଡ଼ି JCB ଉପରେ ଝୁଲିଲା କାର

ମୟୂରଭଞ୍ଜ: ୧୩।୭: ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୧୦ ଫୁଟ ଉପରକୁ ଉଡିଲା କାର। ଯାଇଁ ସିଧା ଲାଗିଲା ଜେଶିବିରେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ...

FM College Case: ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୧୩।୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ...

ମୁମ୍ବାଇରୁ ଆସି ଟ୍ବିଟ୍‌ କଲେ ନବୀନ, କହିଦେଲେ ଏତେ ବଡ଼କଥା

ଭୁବନେଶ୍ବର,୧୩।୭: ବାଲେଶ୍ବରର ଏଫଏମ କଲେଜ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ଏମ୍ସରେ ଛାତ୍ରୀଜଣକ ଜୀବନମରଣ ନେଇ ଗତି କରୁଥିବାବେଳେ ମନ୍ତ୍ରୀମାନେ ସେଠାରେ...

ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ ସ୍ଲୁଇସ୍‌ ଗେଟ୍‌ ବନ୍ଦ

ସମ୍ବଲପୁର,୧୩ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍‌ ଗେଟ୍‌କୁ ରବିବାର ବନ୍ଦ କରାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ...

ସାଧାରଣ ଖାଉଟିଙ୍କୁ ମାଣ୍ଡିଆ ବଣ୍ଟନରେ ଅନିୟମିତତା: ଓଜନରେ କରୁଥିଲେ ହେରଫେର, ଧରାପଡ଼ି…

ପାରଳାଖେମୁଣ୍ଡି,୧୩।୭(ଗିରିଧାରୀ ପରିଛା): ଗଜପତି ଜିଲା ମୋହନା ବ୍ଳକର ଚାନ୍ଦିପୁଟ ପଞ୍ଚାୟତରେ ସରକାରଙ୍କ ଖାଉଟି କଲ୍ୟାଣ ବିଭାଗ ତରଫରୁ ପ୍ରତି ହିତାଧିକାରୀମାନଙ୍କ କାର୍ଡ ପିଛା ୧.୭୫୦ ଗ୍ରାମ...

୧୨ ବର୍ଷ ପରେ ଘଟୁଛି ଏମିତି; ଏସବୁ ରାଶିର ଚମକିବ ଭାଗ୍ୟ, ପଦ-ପ୍ରତିଷ୍ଠା ସହ ଆକସ୍ମିକ ଧନଲାଭର ଯୋଗ

ଜ୍ୟୋତିଷଶାସ୍ତ୍ର ଅନୁସାରେ ଏକ ନିଶ୍ଚିତ ଅନ୍ତରାଳରେ ଗ୍ରହ ଉଦୟ ଏବଂ ଅସ୍ତ ହୁଅନ୍ତି। ଏହାର ପ୍ରଭାବ ମାନବ ଜୀବନ ଏବଂ ଦେଶଦୁନିଆ ଉପରେ ଦେଖିବାକୁ ମିଳିଥାଏ।...

ମୋହନଙ୍କ ଟ୍ବିିଟ ପଛର ରହସ୍ୟ, ଜଣାପଡିଲା ଫାଇଲ୍‌ର ସତ!

ଭୁବନେଶ୍ୱର,୧୩।୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ହାତରେ ସେ ଏକ ଧଳା ଫାଇଲ୍‌ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri