ରୁଷିଆରେ ଫସିଛି ଭାରତୀୟଙ୍କ ୪୦୦ମିଲିୟନ ଡଲାର

ନୂଆଦିଲ୍ଲୀ, ୩ା୩: ୟୁକ୍ରେନ୍‌କୁ ଆକ୍ରମଣ କରିଥିବାରୁ ବିଭିନ୍ନ ୟୁରୋପୀୟ ଦେଶ ରୁଷିଆ ଉପରେ କଡ଼ା ପ୍ରତିବନ୍ଧକ ଲଗାଇଛନ୍ତି। ଭାରତୀୟ ରପ୍ତାନିକାରୀଙ୍କ ଉପରେ ରୁଷିଆ ପକ୍ଷରୁ ଲଗାଯାଇଥିବା ଆର୍ଥିକ ପ୍ରତିବନ୍ଧକର ପ୍ରଭାବ ପଡୁଥିବା ଦେଖାଯାଇଛି। ଏହା ନିକଟରେ ଭାରତୀୟ ରପ୍ତାନିକାରୀଙ୍କର ପ୍ରାୟ ୪୦୦ମିଲିୟନ ଡଲାର ଅର୍ଥ ବକେୟା ରହିଛି। ଅପରପକ୍ଷରେ ମୋଟ ୧୦ହଜାର ଡଲାରରୁ ଅଧିକ ବିଦେଶୀ ମୁଦ୍ରା ସହିତ ରୁଷିଆ ଛାଡ଼ିବା ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି। ପାଶ୍ଚାତ୍ୟ ଦେଶଗୁଡିକ ଦ୍ୱାରା ରୁଷିଆ ଉପରେ ଲଗା ଯାଇଥିବା ପ୍ରତିବନ୍ଧକ ନେଇ ରପ୍ତାନିକାରୀମାନେ ନିଜ ବକେୟା ଅର୍ଥ ପାଇବା ସମ୍ପର୍କରେ ସରକାରଙ୍କ ସହ ଆଲୋଚନା କରିଛନ୍ତି। ତେବେ ଭାରତରେ କୃଷି ଏବଂ ଫାର୍ମା ସେକ୍ଟରକୁ ସ୍ବିଫ୍ଟ ପ୍ରତିବନ୍ଧକରୁ ବାହାର କରାଯିବା ପରେ ମଧ୍ୟ ଭାରତର ରପ୍ତାନିକାରୀମାନେ ନିଜ ଅର୍ଥ ପାଇବା ନେଇ ଆଶାବାଦୀ ଅଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଅନ୍ୟ ସେକ୍ଟରର ରପ୍ତାନିକାରୀଙ୍କ ଅର୍ଥ ପାଇବା ସମ୍ପର୍କରେ କୌଣସି ରାସ୍ତା ବାହାରି ନାହଁି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri