Posted inଜାତୀୟ

ଅନୁପ୍ରବେଶ ଅପେକ୍ଷାରେ ୪୦୦ ଆତଙ୍କବାଦୀ

ଜମ୍ମୁ,୭।୧: ଶୀତଋତୁରେ ଜମ୍ମୁ-କଶ୍ମୀରେ ପ୍ରବେଶ କରିବା ଲାଗି ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଆରପଟେ ଥିବା ଲଞ୍ଚ୍‌ପ୍ୟାଡ୍‌ଗୁଡ଼ିକରେ ପ୍ରାୟ ୪୦୦ ଆତଙ୍କବାଦୀ ପ୍ରସ୍ତୁତ ହୋଇ ରହିଛନ୍ତି। ଆତଙ୍କବାଦୀଙ୍କୁ ଭାରତ ଭିତରକୁ ପଠାଇବା ଲାଗି ପାକିସ୍ତାନର ଏକ ଉଦ୍ୟମ ବିଫଳ ହେବା ପରେ ସେମାନେ ସୁଯୋଗ ଅପେକ୍ଷାରେ ଅଛନ୍ତି। ଶୀତଦିନେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀରେ ଅନୁପ୍ରବେଶ କରାଇବା ପାଇଁ ପାକିସ୍ତାନ ପ୍ରତିବର୍ଷ ଉଦ୍ୟମ କରିଥାଏ। ସୀମାରେ କଡ଼ା ପ୍ରହରା ଯୋଗୁ ୨୦୨୦ରେ ଅନୁପ୍ରବେଶ ଯଥେଷ୍ଟ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନୂଆ କାର୍‌ରେ ନିଜ ଝିଅର ଅଳତା ପାଦ ଚିହ୍ନ ଲଗାଇଲେ ନାଗେଶ

ମୁମ୍ବାଇ,୯।୧: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଏବେ ଏକ ଟିକ୍‌ଟକ୍‌ ଭିଡିଓ ମାଧ୍ୟମରେ ଆସିଛନ୍ତି ଚର୍ଚ୍ଚାକୁ। ସେ ତାଙ୍କର ଏକ ନୂଆ କାର୍‌ କିଣିବା ପରେ ଲକ୍ଷ୍ମୀଙ୍କ...

୩୭୦ ଧାରା କ’ଣ, କାହିଁକି ତାକୁ ନେଇ ଉଠୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର...

ଦିଲ୍ଲୀ ହସ୍ପିଟାଲରେ କେବଳ ହେବ ଦିଲ୍ଲୀବାସୀଙ୍କ ଚିକିତ୍ସା: କେଜରିଓ୍ବାଲ

ନୂଆଦିଲ୍ଲୀ,୭।୬: କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସାକୁ ନେଇ ରବିବାର ଦିଲ୍ଲୀ ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, ଦିଲ୍ଲୀର ସମସ୍ତ ସରକାରୀ...

କବଚ ସିଷ୍ଟମ କ’ଣ? ବାଲେଶ୍ୱର ଦୁର୍ଘଟଣାରେ ଏହାକୁ ନେଇ ହେଉଛି ଆଲୋଚନା…

ନୂଆଦିଲ୍ଲୀ,୩।୬:ଓଡିଶା ବାଲେଶ୍ୱର ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୁର୍ଘଟଣା ନେଇ ଅନେକ ପ୍ରଶ୍ନ ଉଠିଛି। ଦୁର୍ଘଟଣା କିପରି ଏବଂ କେମିତି ହେଲା ଏନେଇ ଆଲୋଚନା ଏବଂ...

୩ ନାମ-ନିର୍ବାଚନୀ ଚିହ୍ନ ତାଲିକା ଦେଲେ ଉଦ୍ଧବ…

ମୁମ୍ବାଇ,୯।୧୦ : ଶିବସେନାଙ୍କ ନାମ ଏବଂ ନିର୍ବାଚନୀ ଚିହ୍ନକୁ ନେଇ ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶିବିରରେ ଚାଲିଥିବା ବିତର୍କ ମଧ୍ୟରେ ନିର୍ବାଚନ...

ତ୍ରିରଙ୍ଗା ରାଜନୀତି: ଚାଇନାଠାରୁ କିଏ ନେଇଛି ସହାୟତା, ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ…

ନୂଆଦିଲ୍ଲୀ, ୧୩।୮ : କେନ୍ଦ୍ର ସରକାର ଏବଂ ଭାଜପାର ପ୍ରତି ଘରେ ତିରଙ୍ଗା ଅଭିଯାନକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। ତେବେ ଏହାପୂର୍ବରୁ ଏଏପି...

ବିକାଶ ଦୁବେଙ୍କ ମୃତ୍ୟୁ ଖବର ଜାଣିବା ପରେ ମିଠା ବାଣ୍ଟିଲେ ଗ୍ରାମବାସୀ

କାନପୁର,୧୦।୭: କୁଖ୍ୟାତ ଅପରାଧୀ ବିକାଶ ଦୁବେଙ୍କ ଏନ୍‌କାଉଣ୍ଟରରେ ମୃତ୍ୟୁ ହେବା ପରେ ବିଭିନ୍ନ ଆଡୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ମିଳୁଛି। ତେବେ କାନପୁରର ବିକାରୁ ଗ୍ରାମବାସୀ...

ଭାଜପାକୁ ଶକ୍ତିଶାଳୀ କରିବାରେ ନୀତୀଶଙ୍କ କାର୍ଯ୍ୟକୁ ଇତିହାସ ମନେ ରଖିବ: ଓଓ୍ବାଇସି…

ପାଟନା,୧୯।୩ : ଅଲ ଇଣ୍ଡିଆ ମଜଲିସ-ଇ-ଇତେହାଦୁଲ ମୁସଲିମ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ରବିବାର ପୁର୍ନିଆରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ...

Advertisement
Archives

Model This Week