ଆଜି ରାଜ୍ୟରେ ୪୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୪,୪୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨,୭୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୭୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୭୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁରୁ ୫୮୭ ଏବଂ ନୂଆପଡ଼ାରୁ ୪୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୮୭, ବାଲେଶ୍ୱର ୧୨୩, ବରଗଡ଼ ୧୭୮, ଭଦ୍ରକ ୪୩, ବଲାଙ୍ଗୀର ୧୬୮, ବୌଦ୍ଧ ୨୧, କଟକ ୨୫୧, ଦେବଗଡ଼ ୩୫, ଢେଙ୍କାନାଳ ୨୦, ଗଜପତି ୧୦, ଗଞ୍ଜାମ ୬୨, ଜଗତସିଂହପୁର ୩୩, ଯାଜପୁର ୫୮, ଝାରସୁଗୁଡ଼ା ୨୩୧, କଳାହାଣ୍ଡି ୨୭୩, କେନ୍ଦ୍ରାପଡ଼ା ୩୫, କନ୍ଧମାଳ ୨୯, କେନ୍ଦୁଝର ୭୫, କୋରାପୁଟ ୨୧, ମାଲକାନଗିରି ୯, ମୟୂରଭଞ୍ଜ ୧୦୦, ନବରଙ୍ଗପୁର ୧୨୭, ନୟାଗଡ଼ ୫୦, ପୁରୀ ୧୨୯, ରାୟଗଡ଼ା ୫୩, ସମ୍ବଲପୁରରୁ ୨୪୧ ଏବଂ ସୋନପୁରରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୨୫।

ସେହିପରି ଆଜି ୪ କରୋନା ଆକ୍ରାନ୍ତ ଆଖି ବୁଜିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୪୮ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨,୭୦୩ରେ ପହଞ୍ଚିଥିବା ବେଳେ ୩,୪୬,୧୩୪ ଜଣ ସୁସ୍ଥ ହୋଇଛନ୍ତି। ୨୪,୫୬୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri