CORONAVIRUS UPDATE: ରାଜ୍ୟରେ ୪୦,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୬୯୯ ପଜିଟିଭ୍‌

ଭୁବନେଶ୍ୱର,୬ା୮(ବ୍ୟୁରୋ) : ଗୁରୁବାର ୨୯ଟି ଜିଲାରୁ ୧୬୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୧୦୭୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୬୨୬ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ଗଞ୍ଜାମରୁ ସର୍ବାଧିକ ୨୬୮, ଖୋର୍ଦ୍ଧାରୁ ୨୨୦ ଏବଂ ସୁନ୍ଦରଗଡ଼ରୁ ୧୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୭, ବାଲେଶ୍ୱର ୧୭, ବରଗଡ଼ ୮୧, ଭଦ୍ରକ ୬୬, ବଲାଙ୍ଗୀର ୨୧, ବୌଦ୍ଧ ୮, କଟକ ୧୦୫, ଢେଙ୍କାନାଳ ୨୭, ଗଜପତି ୫୯, ଜଗତସିଂହପୁର ୧୬, ଯାଜପୁର ୪୧, ଝାରସୁଗୁଡ଼ା ୧୦, କଳାହାଣ୍ଡି ୩୦, କନ୍ଧମାଳ ୭୪, କେନ୍ଦ୍ରାପଡ଼ା ୨୭, କେନ୍ଦୁଝର ୫୬, କୋରାପୁଟ ୪୧, ମାଲକାନଗିରି ୭୨, ମୟୂରଭଞ୍ଜ ୨୪, ନବରଙ୍ଗପୁର ୧୬, ନୟାଗଡ଼ ୨୫, ନୂଆପଡ଼ା ୩, ପୁରୀ ୬୭, ରାୟଗଡ଼ା ୧୯, ସମ୍ବଲପୁର ୧୦୧ ଏବଂ ସୋନପୁରରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଥିବା ବେଳେ ୨୫,୭୩୭ ସୁସ୍ଥ ହୋଇଛନ୍ତି। ୧୪,୭୦୦ ଜଣ ଚିକିତ୍ସିତ ହେଉଛନ୍ତି। ୨୩୫ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri