Posted inଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୨।୭: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପକ୍ଷରୁ ଶୁକ୍ରବାର ସକାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏହାର ଯବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିମାଡ କରାଯାଇଛି। ଏପର୍ଯ୍ୟନ୍ତ ଏଥିରେ କେହି ମୃତାହତ ହେବାର ସୂଚନା ମିଳନାହିଁ। ସୂଚନାଯୋଗ୍ୟ, ବୁଧବାର ରାତିରେ ମଧ୍ୟ ପାକିସ୍ତାନ ପଟରୁ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା। ପାକିସ୍ତାନ ବାରମ୍ବାର ସୀମାରେ ଏଭଳି କାର୍ଯ୍ୟ କରୁଥିବାରୁ ଭାରତୀୟ ସେନା ପକ୍ଷରୁ ମଧ୍ୟ ଏହାର କଡା ଯବାବ ଦିଆଯାଇଛି।


All Right Reserved By

କଂଗ୍ରେସରେ ସାମିଲ ହେଲେ ବିଏସପି ପ୍ରାର୍ଥୀ, କଂଗ୍ରେସ ସମର୍ଥନ ଉପରେ କରାଯିବ ପୁନଃବିଚାର:ମାୟାବତୀ

ଭୋପାଳ,୩୦।୪: ଉତରପ୍ରଦେଶରେ ଏସ୍‌ପି-ବିଏସ୍‌ପି ସହ କଂଗ୍ରେସର ମେଣ୍ଟ ହୋଇ ପାରି ନ ଥିବା ବେଳେ କଂଗ୍ରେସ ଲଗାତାର ମାୟାବତୀଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ...

କୁମାରସ୍ବାମୀ ସରକାରଙ୍କ ସ୍ଥିତି ଟଳମଳ: ଗୁରୁବାର ଭାଗ୍ୟ ନିର୍ଦ୍ଧାରଣ

ବେଙ୍ଗାଲୁରୁ,୧୭।୭: କର୍ନାଟକ ରାଜନୀତିରେ ଘଣ୍ଟାକେ ଘୋଡା ଛୁଟୁଛି। କଂଗ୍ରେସ-ଜେଡିଏସ ମେଣ୍ଟର ୧୫ ବିଧାୟକ ଇସ୍ତଫା ଦେବାପରେ ରାଜନୀତି ଗୋଳିଆ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ଭାଗ୍ୟ ଏବେ...

ଜେଟଲୀଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ୬୬ ବର୍ଷ ବୟସରେ ପରଲୋକ ହୋଇଛି। ଏମ୍ସର ଆଇସିୟୁରେ...

ଜମି ବିବାଦକୁ ନେଇ ରକ୍ତ ସଂଘର୍ଷ: ୯ ମୃତ, ୨୫ ଆହତ

ଲକ୍ଷ୍ନୌ, ୧୭।୭: ଉତ୍ତର ପ୍ରଦେଶର ସୋନଭଦ୍ରରେ ବୁଧବାର ଏକ ଜମି ବିବାଦକୁ ଏକ ବିରାଟ ସଂଘର୍ଷ ଉପୁଜିଛି। ଉଭୟ ପକ୍ଷରୁ ହୋଇଥିବା ଗୁଳିବର୍ଷଣରେ ୯ ଜଣଙ୍କ...

ପଣ୍ଡିତ ଯଶରାଜଙ୍କ ନାଁରେ କ୍ଷୁଦ୍ର ଗ୍ରହ

ନୂଆଦିଲ୍ଲୀ,୩୦ା୯ :ମଙ୍ଗଳ ଓ ବୃହସ୍ପତି ମଧ୍ୟରେ ଥିବା ଏକ କ୍ଷୁଦ୍ର ଗ୍ରହକୁ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତକାର ପଣ୍ଡିତ ଯଶରାଜଙ୍କ ନାଁରେ ନାମିତ କରାଯାଇଛି। ଅନ୍ତର୍ଜାତୀୟ ମହାକାଶ...

ଦିବ୍ୟାଙ୍ଗଙ୍କ ଭିଡିଓ ଶେୟାର୍‌ କରି କାନ୍ଦିପକାଇଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୨୪।୯: ଭାରତର ପ୍ରସିଦ୍ଧ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ୍‌ ମିଡିଆରେ ବେଶ୍‌ ସକ୍ରିୟ ଥା’ନ୍ତି। ଅନେକଥର ବିଭିନ୍ନ ସାମାଜିକ ଘଟଣାକୁ ନେଇ ସେ ଫଟୋ କିମ୍ବା...

ଚାଇନା ବୈଦେଶିକ ମନ୍ତ୍ରୀଙ୍କ ଗସ୍ତକୁ ବାତିଲ କଲା ଭାରତ

ନୂଆଦିଲ୍ଲୀ, ୪।୯: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ସେପ୍ଟେମ୍ବର ୯ରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଏହି ଗସ୍ତକୁ ସ୍ଥଗିତ କରିବାକୁୁ...

ପଶ୍ଚିମବଙ୍ଗ ନଦିଆ ଜିଲାରେ ଅଗଷ୍ଟ ୧୮ରେ ପାଳିତ ହେବ ସ୍ବାଧୀନତା ଦିବସ

କୋଲକତା,୧୫।୮: ଦେଶ ସାରା ଗୁରୁବାର ସ୍ବାଧୀନତା ଦିବସ ପାଳିତ ହେଉଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *