Posted inଜାତୀୟ

୨୯ ବର୍ଷୀୟ ଯୁବକଙ୍କ ପେଟରୁ ବାହାରିଲା ଗର୍ଭାଶୟ: କେବେବି ହୋଇ ପାରିବେନି ପିତା

ମୁମ୍ବାଇ,୧୨।୭: ମୁମ୍ବାଇର ଜେଜେ ହସ୍ପିଟାଲରେ ଜଣେ ୨୯ ବର୍ଷୀୟ ଯୁବକ ବନ୍ଧ୍ୟାତ୍ୱ ଚିକିତ୍ସା ପାଇଁ ଆସିଥିବା ସମୟରେ ଏମିତି ଘଟଣା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଉକ୍ତ ଯୁବକଙ୍କ ଶରୀରରେ ମହିଳାଙ୍କ ଗର୍ଭାଶୟ, ଫେଲୋପିୟନ ଟ୍ୟୁବ ଓ ମହିଳାଙ୍କ ଯୌନାଙ୍ଗ ମିଳିଛି। ଏହାକୁ ଡାକ୍ତର ସର୍ଜରୀ ମାଧ୍ୟମରେ ବାହାର କରିଦେଇଥିବା ଜଣାପଡିଛି। ଡାକ୍ତରଙ୍କ କହିବା କଥା ହେଲା ସର୍ଜରୀ ସଫଳ ହୋଇଛି ସତ ହେଲେ ଏହି ଯୁବକ ଜୀବନରେ କେବେ ବି ପିତା ହୋଇ ପାରିବେ ନାହିଁ। ଗତ ଜୁନ୍‌ ୨୬ରେ ଏହି ସର୍ଜରୀ କରାଯାଇଥିବା ବେଳେ ଏବେ ଯୁବକ ଜଣଙ୍କ ଧୀରେ ଧୀରେ ସୁସ୍ଥ ହେଉଥିବା ଡାକ୍ତର କହିଛନ୍ତି। ଏପର୍ଯ୍ୟନ୍ତ ଏମିତି ପ୍ରାୟ ୨ଶହ ଘଟଣା ସାମ୍ନାକୁ ଆସିଥିବା ବେଳେ ଏହାକୁ ‘ପରସିଷ୍ଟେଣ୍ଟ ମୁଲେରିଆନ୍‌ ଡକ୍ଟ ସିଣ୍ଡ୍ରୋମ’ ବୋଲି ଡାକ୍ତର କହିଛନ୍ତି।


All Right Reserved By

୧୦୦ କୋଟିର ବ୍ରାଉନ୍‌ ସୁଗାର ଜବତ

ଇମ୍ଫାଲ,୧ା୭:ମଣିପୁରର ଥୋଉବାଲ ଜିଲାରୁ ୧୧୧.୨ କେ.ଜି.ର ବ୍ରାଉନ୍‌ ସୁଗାର ଜବତ ହୋଇଛି। ଲିଲୋଙ୍ଗ ଗ୍ରାମରେ ବ୍ରାଉନ୍‌ ସୁଗାର ପ୍ରସ୍ତୁତି ଚାଲିଥିବାବେଳେ ନାର୍କୋଟିକ୍ସ ଆଣ୍ଡ ଆଫେୟାର୍ସ ଅଫ୍‌...

ଘରୋଇ ହିଂସା ଆଇନ: ବିଧବାଙ୍କୁ ଭରଣପୋଷଣ ଦେବେ ସ୍ବାମୀଙ୍କ ଭାଇ

ନୂଆଦିଲ୍ଲୀ,୨୭ା୫(ପି.ଟି.): ଘରୋଇ ହିଂସା ଆଇନ ଅନୁଯାୟୀ ଜଣେ ବିଧବା ମହିଳାଙ୍କୁ ଭରଣପୋଷଣ ଦେବାକୁ ତାଙ୍କ ଦେଡଶୁର କିମ୍ବା ଦିଅରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ବୋଲି ସୁପ୍ରିମକୋର୍ଟ ଏକ...

ବର୍ଷା ପାଇଁ ସ୍ବତନ୍ତ୍ର ନମାଜ ପଢିଲେ ମଦୁଲାଇ ମୁସଲମାନ

ମଦୁରାଇ,୨୪।୬: ତାମିଲନାଡୁରେ ଲୋକେ ଏବେ ଉତ୍କଟ ଜଳ ସମସ୍ୟା ଦେଇ ଗତି କରୁଛନ୍ତି। ଦେଶର କେତେକ ସ୍ଥାନରେ ମୌସୁମୀ ପ୍ରବେଶ କରିଥିବା ବେଳେ ତାମିଲନାଡୁରେ କିନ୍ତୁ...

ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗ: ମେହବୁବା କହିଲେ, ଭାରତୀୟ ଲୋକତନ୍ତ୍ର ପାଇଁ କଳାଦିବସ, ଭୟଙ୍କର ହେବ ପରିଣାମ

ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର...

ଅସହ୍ୟ ତାତି: ୪୯ ବର୍ଷରେ ନେଇଛି ୧୬ ହଜାରରୁ ଅଧିକ ଜୀବନ

ନୂଆଦିଲ୍ଲୀ, ୧୧।୬: ଦେଶର ୧୫ରୁ ଅଧିକ ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ପ୍ରବଳ ଗରମରେ ୭୨ କୋଟିରୁ ଅଧିକ ଲୋକେ ବ୍ୟତିବ୍ୟସ୍ତ ହେଉଛନ୍ତି। ଏସବୁ...

ତ୍ରୟମ୍ବକେଶ୍ୱର ମନ୍ଦିରରେ ପଶିଲା ବନ୍ୟାଜଳ

ନାସିକ,୪।୮: ମହାରାଷ୍ଟ୍ରରେ ଚଳିତ ବର୍ଷ ବନ୍ୟାରେ ସ୍ଥିତି ଗମ୍ଭିର ହୋଇଛି। ଏଠାକାର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ମୁମ୍ବାଇ ସହର ଏବେବି ଜଳବନ୍ଦୀ ହୋଇ...

ମଧ୍ୟ ପ୍ରଦେଶ କଂଗ୍ରେସରେ ଫାଟ: ଜ୍ୟୋତିରାଦିତ୍ୟଙ୍କ ପାଇଁ ଦଳ ଛାଡି ପାରନ୍ତି ୫ଶହ କର୍ମୀ

ଭୋପାଳ,୩୦।୮:  ମଧ୍ୟ ପ୍ରଦେଶରେ କଂଗ୍ରେସ ଦଳର ଅଧ୍ୟକ୍ଷ ପଦକୁ ନେଇ ଚାଲିଛି ଟଣା ଓଟରା। ଏହି ପଦରେ ଜଣେ ଆଦିବାସୀ ନେତାଙ୍କୁ ଚୟନ କରିବାକୁ କେତେଜଣ...

ଭାରତ-ବାଂଲାଦେଶ ସୀମା: ମାସ୍କ୍‌ ପିନ୍ଧି ଶତ୍ରୁଙ୍କ ସହ ଲଢୁଛନ୍ତି ଯବାନ

ନୂଆଦିଲ୍ଲୀ,୨୧।୮: ଭାରତ-ବାଂଲାଦେଶ ସୀମାରେ ମୁତୟନ ଥିବା ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଆତଙ୍କବାଦୀ, ଅନୁପ୍ରବେଶକାରୀ ତଥା ଚୋରାବେପାରୀଙ୍କ ସହିତ ଲଢ଼ିବାକୁ ପଡ଼ିଥାଏ। ତେବେ ଏଠାରେ ଏସବୁ ବାହ୍ୟ ଶତ୍ରୁଙ୍କ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *