Posted inଜାତୀୟ

ଆଶାରାମ ବାପୁଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୨।୭: ନାବାଳିକା ବଳାତ୍କାର ଅଭିଯୋଗରେ ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ପୁଣି ଝଟକା। ତାଙ୍କ ଜାମିନ ଆବେଦନ ଶୁକ୍ରବାର ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆଶାରାମ ଜାମିନ ପାଇଁ କୋର୍ଟରେ ଆବେଦନ କରିଥିଲେ। ସୂଚନାଯୋଗ୍ୟ, ୭୮ ବର୍ଷୀୟ ଆଶାରାମ ୨୦୧୩ରେ ଉତ୍ତରପ୍ରଦେଶର ସାହାଜାହାନପୁରର ଜଣେ ନାବାଳିକାକୁ ବଳାତ୍କାର କରିଥିବା ଅଭିଯାଗ ହୋଇଥିଲା। ଏହି ଘଟଣାରେ ତାଙ୍କୁ ୨୦୧୩ ସେପ୍ଟେମ୍ବର୧ ତାରିଖରେ ଇନ୍ଦୋରରୁ ଗିରଫ କରାଯାଇଥିଲା।


All Right Reserved By Dharitri.Com

ଦିଲ୍ଲୀ ହିଂସା ନେଇ ଅନୁପମ-ଚେତନ ମୁହାଁମୁହିଁ

ନୂଆଦିଲ୍ଲୀ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସା ଥମିବାର ନା ଧରୁନି। ଏହାକୁ ନେଇ ବଲିଉଡ୍‌ ଅଭିନେତା ଅନୁପମ ଖେର୍‌ ଏବଂ ଲେଖକ ଚେତନ...

ତାଲା ଖୋଲିଦେଲା ଅନ୍‌ଲକ୍‌ ୧

ନୂଆଦିଲ୍ଲୀ,୩୧ା୫(ପି.ଟି.): ସାରା ଦେଶରେ ଲାଗୁ ହୋଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ରବିବାର ଶେଷ ହେଉଥିବାବେଳେ ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ କେବଳ ନିଷିଦ୍ଧାଞ୍ଚଳରେ ଜୁନ୍‌ ୩୦ ପର୍ଯ୍ୟନ୍ତ...

ରାଜ୍ୟ ସଭାରେ ‘ଟ୍ରିପଲ୍‌ ତଲାକ୍‌’ ବିଲ ପାସ୍‌

ନୂଆଦିଲ୍ଲୀ,୩୦।୭: ଲୋକ ସଭା ପରେ ଏବେ ରାଜ୍ୟ ସଭାରେ ପାରିତ ହେଲା ‘ଟ୍ରିପଲ୍‌ ତଲାକ୍‌ ବିଲ୍‌’। ଭୋଟିଂ ଡିଭିଜନ ଜରିଆରେ ମୁସଲମାନ ମହିଳାଙ୍କ ବିବାହ ସମ୍ପର୍କିତ...

ପ୍ରିୟଙ୍କା ଚତୁର୍ବେଦୀଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କଲା ଶିବସେନା

ମୁମ୍ବାଇ,୧୩।୩(ପି.ଟି.): ଶିବସେନା ଉପନେତା ପ୍ରିୟଙ୍କା ଚତୁର୍ବେଦୀଙ୍କୁ ଗୁରୁବାର ମହାରାଷ୍ଟ୍ରରୁ ରାଜ୍ୟ ସଭା ପ୍ରାର୍ଥ କରାଯାଇଛି। ୨୦୧୯ ଏପ୍ରିଲରେ କଂଗ୍ରେସ ସହ ମତଭେଦକୁ ନେଇ ଦଳ ଛାଡ଼ି...

ପ୍ରଧାମମନ୍ତ୍ରୀ ମୋଦିଙ୍କୁ ଆଶ୍ୱାସନା ଦେଇ ଟ୍ରୋଲ ହେଲେ ହାର୍ଦ୍ଦିକ

ଅହମ୍ମଦାବାଦ୍‌, ୧୨।୬: ଭାରତୀୟ ବାୟୁସେନା ପରିବହନ ବିଭାଗର ନିଖୋଜ ବିମାନ ଏନ-୩୨ ଆଠ ଦିନ ପରେ ଠାବ ହୋଇଛି। ମଙ୍ଗଳବାର ଭାରତୀୟ ବାୟୁସେନାର ଏମଆଇ-୧୭ ବିମାନ...

ଐତିହାସିକ ରାମଚନ୍ଦ୍ର ଗୁହା ଅଟକ

ବେଙ୍ଗାଲୁରୁ,୧୯।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ବୁଦ୍ଧିଜୀବିମାନେ ମଧ୍ୟ ରାସ୍ତାକୁ ଓହ୍ଲାଇଥିବା ଦେଖାଯାଇଛି। ମୋଦି ସରକାରଙ୍କୁ ଘୋର ବିରୋଧ କରୁଥିବା ଐତିହାସିକ ରାମଚନ୍ଦ୍ର ଗୁହା...

କେନ୍ଦ୍ର ସରକାରରେ ୭ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ପାଖାପାଖି ୭ ଲକ୍ଷ ପଦବୀ ଖାଲିପଡିଥିବା ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଗତବର୍ଷ ମାର୍ଚ୍ଚ ୧ ସୁଦ୍ଧା...

୩୦ଥର ଦଣ୍ଡ ବୈଠକ କଲେ ମାଗଣାରେ ମିଳିବ ପ୍ଲାଟଫର୍ମ ଟିକେଟ

ନୂଆଦିଲ୍ଲୀ,୨୧।୨: ୧୦ଟଙ୍କାର ପ୍ଲାଟଫର୍ମ ଟିକେଟକୁ ମାଗଣାରେ ନେବାକୁ ଚାହୁଁଛନ୍ତି। ଯଦି ହଁ ତେବେ ଆପଣଙ୍କୁ ଏଥିପାଇଁ କିଛି ସର୍ତ୍ତ ପୁରା କରିବାକୁ ପଡ଼ିବ। ଆଉ ଏହି...

Leave a comment

Your email address will not be published. Required fields are marked *