ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଅସୁସ୍ଥ। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଗତ ୪ ଦିନ ଧରି ଡାକ୍ତରଖାନାରେ ରହିଛନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି।


All Right Reserved By

ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ବିଜେଡିର ଶ୍ରୀନାଥ ସୋରେନ ୨୭୮୪ ଖଣ୍ଡ ଭୋଟରେ ଆଗୁଆ ଥିବାବେଳେ ଭାଜପାର ଭାସ୍କର...

ସମ୍ବଲପୁରରେ ରାସେଶ୍ୱରୀ ଆଗୁଆ

ସମ୍ବଲପୁର,୨୩।୫: ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଡା. ରେସେଶ୍ୱରୀ ପାଣିଗ୍ରୀହୀ ଆଗୁଆ ରହିଛନ୍ତି। ରାସେଶ୍ୱରୀ ୫୩୪୩ ଭୋଟ...

କଂଗ୍ରେସ ବିପର୍ଯ୍ୟୟର କାରଣ ଖୋଜା କମିଟି ନେଇ ବଢ଼ିପାରେ ଅସନ୍ତୋଷ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଓଡ଼ିଶାରେ କଂଗ୍ରେସ ବିପର୍ଯ୍ୟୟର ମୁଖ୍ୟ କାରଣ କ’ଣ ସେନେଇ ଆରମ୍ଭ ହେବ ତର୍ଜମା। ଏଥିପାଇଁ ପିସିସି(ପ୍ରଦେଶ କଂଗ୍ରେସ କମିଟି) ପକ୍ଷରୁ ଏକ ୨୧ଜଣିଆ କମିଟି...

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି...

ଜନ୍ମ ଦିନରେ ମୃତ୍ୟୁ କୋଳକୁ ଗଲେ ବ୍ୟବସାୟୀ

ବଡବିଲ, ୧୪।୮(ସ୍ବ.ପ୍ର.): ଜନ୍ମ ଦିନରେ ମୃତ୍ୟୁମୁଖରେ ପଡିବା ଘଟଣା ବହୁତ କମ୍‌ ଦେଖିବାକୁ ମିଳିଥାଏ। କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ୱାର୍ଡ ନଂ-୪ ଉ.ପ୍ରା. ବିଦ୍ୟାଳୟ...

କେନ୍ଦ୍ର ଅର୍ଥ ଲୁଟିବାକୁ ଯୋଜନା: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦୁଇଦିନ ତଳେ ରାଜ୍ୟ କ୍ୟାବିନେଟ୍‌ରେ ପୂର୍ତ୍ତ ବିଭାଗରେ ବିନା ଟେଣ୍ଡରରେ ୫ ଲକ୍ଷ ଟଙ୍କାର କାମ ପାଇଁ କାର୍ଯ୍ୟାଦେଶ ଦିଆଯାଇ ପାରିବ ବୋଲି ନିଷ୍ପତ୍ତି...

ଫାସେଟ ପକ୍ଷରୁ ଆରମ୍ଭ ହେଲା କାର୍ଯ୍ୟକ୍ରମ ‘ନକ୍ସା’: ସ୍ବଳ୍ପ ଖର୍ଚ୍ଚରେ ହେବ ସୁନ୍ଦର ଘର

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ସ୍ବଳ୍ପ ଖର୍ଚ୍ଚରେ ଘର ତିଆରି କରିବାକୁ ଚାହଁୁଥିବା ଲୋକେ ଯେପରି ସମସ୍ୟା ଅନୁଭବ ନ କରନ୍ତି ସେଥିପାଇଁ ଫାସେଟ୍‌ ସଂସ୍ଥା ପକ୍ଷରୁ ବ୍ୟବସ୍ଥା...

ପରିଶ୍ରମୀ ହେଲେ ସଫଳତା ମିଳିପାରିବ

ଭୁବନେଶ୍ୱର, ୫ା୭(ବ୍ୟୁରୋ)- ବକ୍ସି ଜଗବନ୍ଧୁ ଇଂଲିଶ ମିଡିୟମ (ବିଜେଇଏମ୍‌) ସ୍କୁଲ୍‌ ପକ୍ଷରୁ ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *