ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଦେଓଗାଁ ଆଡିସନାଲ ତହସିଲଦାର

ବଲାଙ୍ଗୀର ଅଫିସ, ୧୨।୭: ବଲାଙ୍ଗୀର ଜିଲା ଦେଓଗାଁ ତହସିଲର ଆଡିସନାଲ ତହସିଲଦାର ରାଜେନ୍ଦ୍ର ଚୈଧୁରୀ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବଲାଙ୍ଗୀର ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉକରି ତାଙ୍କୁ ଧରିଛନ୍ତି। ରାଜେନ୍ଦ୍ରଙ୍କ ନିକଟରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରାଯାଇଛି। ବାଲି ଉଠାଣ ଠିକାର ପାସ୍‌ କରିଦେବାକୁ ସେ ଏହି ଟଙ୍କା ନେଇଥିବା ଜଣାପଡ଼ିଛି।


All Right Reserved By

ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା ରାୟ ପ୍ରକାଶ : ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଖଲିକୋଟ, ୨୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଖଲିକୋଟର ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଖଲିକୋଟ ଏଡିଜେ ଶ୍ରୀନିବାସ...

ଲୋପ୍‌ ପାଉଛେ ଧାନଖଣି, ପୁଡୁଗ୍‌ ବଁଧା ପରମ୍ପରା

ଭବାନୀପାଟଣା, ୪ା୬ (ଡି.ଏନ୍‌.ଏ): ଓଡ଼ିଶା ହେଉଛେ ଗୁଟେ କୃଷି ପରଧାନ ରାଏଜ୍‌। ରାଏଜର ବଡ଼ଭାଗି ଲୋକ୍‌ ଚାଷ୍‌ବାସ କାରି ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। ସେନ୍‌ତା...

ହସ୍ପିଟାଲରେ ରୋଗୀଛାଡ଼ି ଫେରୁଥିବା ବେଳେ ଆମ୍ବୁଲାନ୍ସକୁ ଧକ୍କା ଦେଲା ଟ୍ରକ: ଡ୍ରାଇଭର ମୃତ

ବଲାଙ୍ଗୀର ଅଫିସ, ୧।୬: ବଲାଙ୍ଗୀର ଜିଲା ରତନପୁର ନିକଟରେ ଶନିବାର ଟ୍ରକ୍‌ ଧକ୍କାରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା...

ମଦ ସହ ବାଇକ ଜବତ କରି ପୋଲିସ ଜିମାଦେଲେ ଏସ୍‌ଏଚ୍‌ଜି ମହିଳା

ଦେଓଗାଁ,୨୧ା୭(ଡି.ଏନ.ଏ.)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କେନ୍ଦୁଘାଟ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟାମାନେ ରବିବାର ଜଣେ ବେପାରୀଙ୍କଠାରୁ ମଦ ଓ ବାଇକ ଜବତ କରି ପୋଲିସ ଜିମା...

ବୋର୍ଡା ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ଋଣ ଘୋଟାଲା : ତଦନ୍ତ ଆରମ୍ଭ

ଭବାନୀପାଟଣା,୧୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାମରେ...

ଗଞ୍ଜେଇ ବୋଝେଇ ବୋଲେରୋ ଜବତ, ୩ ଗିରଫ

ଚନ୍ଦ୍ରଗିରି,୩।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ପୋଲିସ ଶୁକ୍ରବାର ରାତିରେ ପେଟ୍ରୋଲିଂ ବେଳେ ରାଇସିଂ ଛକରୁ ୫୯.୫୦୦ କେଜି ଗଞ୍ଜେଇ ବୋଝେଇ ଏକ ବୋଲେରୋ(ଓଡି୦୭କ୍ୟୁ୪୪୫୦) ଜବତ କରିଛି।...

ଅମିତ ଧଳ ଗୁଳିକାଣ୍ଡର ପର୍ଦ୍ଦାଫାଶ : ୪ ଅଭିଯୁକ୍ତ କୋର୍ଟଚାଲାଣ

ଝାରସୁଗୁଡ଼ା ଅଫିସ/ଲଖନପୁର ୨୭ା୬(ଡି.ଏନ୍‌.ଏ.) : ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଅମିତ ଧଳ ଗୁଳିକାଣ୍ଡର ୪ଦିନ ପରେ ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି । ଏହି ହତ୍ୟାକାଣ୍ଡରେ...

ମହିଳାଙ୍କ ଗହଣା ଲୁଟନ୍ତି ନାହିଁ ଏହି ଲୁଟେରା ଗ୍ୟାଙ୍ଗ୍‌: ଜାଣନ୍ତୁ କାହିଁକି

ଗ୍ରେଟର ନୋଏଡା, ୨୦।୫: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌କୁ ଗିରଫ କରିଛି। କାର୍‌ ଏବଂ ଗହଣା ଚୋରି କରୁଥିବା ଏହି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *