କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୪୦୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୧୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୮ ଜଣ ସଂକ୍ରମିତ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୭, ବରଗଡ଼ରୁ ୧୩, ଭଦ୍ରକରୁ ଜଣେ, ବଲାଙ୍ଗୀରୁ ୨୨, ବୌଦ୍ଧରୁ ୬, କଟକରୁ ୧୬, ଦେବଗଡ଼ରୁ ୨, ଢେଙ୍କାନାଳରୁ ଜଣେ, ଗଜପତିରୁ ୬, ଗଞ୍ଜାମରୁ ଜଣେ, ଜଗତ୍‌ସିଂପୁରରୁ ୨, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୪, ଖେର୍ଦ୍ଧାରୁ ୮୧, କୋରାପୁଟରୁ ୯, ମାଲକାନଗିରିରୁ ୧୯, ନବରଙ୍ଗପୁରରୁ ୧୭, ନୟାଗଡ଼ରୁ ୧୫, ନୂଆପଡାରୁ ୧୭, ପୁରୀରୁ ୨, ରାୟଗଡାରୁ ୪, ସମ୍ବଲପୁରରୁ ୩୬, ସୋନପୁରରୁ ୧୪, ସୁନ୍ଦରଗଡ଼ରୁ ୬୬ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୪ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri