ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୪,୭୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୦୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୭୨ ଏବଂ ବଲାଙ୍ଗୀରରୁ ୩୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ସମ୍ବଲପୁରରୁ ୨୨, ନୂଆପଡ଼ା ୧୭, କଟକ ୧୬, ମୟୂରଭଞ୍ଜ ୧୪, ନବରଙ୍ଗପୁର ୧୨, କନ୍ଧମାଳ ୧୦, ବରଗଡ଼ ୯, କେନ୍ଦୁଝର ୯, ବାଲେଶ୍ୱର ୮, କଳାହାଣ୍ଡି ୭, ଗଜପତି ୬, ଯାଜପୁର ୬, କେନ୍ଦ୍ରାପଡ଼ା ୬, କୋରାପୁଟ ୫, ପୁରୀ ୫, ରାୟଗଡ଼ା ୪, ଝାରସୁଗୁଡ଼ା ୩, ସୋନପୁର ୩, ଗଞ୍ଜାମ ୨, ଜଗତସିଂହପୁରରୁ ୨ ଏବଂ ନୟାଗଡ଼ରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧୭।


Enter your email to get our daily news in your inbox.

All Right Reserved By Dharitri.Com

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri