ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍‌, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…

ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା  ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ ଗ୍ରାମବାସୀଙ୍କ ସହାୟତାରେ ରିଷିଡା ପୋଲିସ ଜବତ କରିଛି। ଘଟଣାର ଅଭିଯୁକ୍ତ ଫେରାର ଥିବା ସୂଚନା ମିଳିଛି l

ରିଷିଡା ଫାଣ୍ଡି ଅଧିକାରୀ ମନୁଆ ବିଡ଼ିକାଙ୍କ ନେତୃତ୍ୱରେ ବାହାର ଜିଲାରୁ ବେଆଇନ ଭାବରେ ଆଣୁଥିବା ପୋରକେଲା ଗ୍ରାମର ଅନୁପ କଅଁର  ନାମକ ବ୍ୟକ୍ତିଙ୍କଠାରୁ ୪୦୪ ବିଷାକ୍ତ ଦେଶୀ ମଦପାଉଚ ଜବତ (କେସ ନମ୍ବର ୩୧୨ ) ରୁଜୁ କରି ଜବତ କରିଛନ୍ତି l ଏଥିସହିତ ଅନୁପ କଅଁର ଫେରାର ଥିବା ଫାଣ୍ଡି ଅଧିକାରୀ ସୂଚନା ଦେଇଛନ୍ତି। ପୋଲିସ ଟିମରେ କନେଷ୍ଟବଳ ସୁନୀଲ କୁମାର ବାଗ, ହୋମଗାର୍ଡ ଚକାମନ ଭୋଇ ପ୍ରମୁଖ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri