ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର, ୨୩।୯: ଓଡ଼ିଶାରେ ବୁଧବାର ୪ ହଜାର ୫୨ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ବୁଧବାର ସୁଦ୍ଧା ମୋଟ୍‌ ଏକ ଲକ୍ଷ ୫୭ ହଜାର ୨୬୫ ଜଣ କରୋନାରୁ ଆରୋଗ୍ୟ ହୋଇଛନ୍ତି। ବୁଧବାର ଖୋର୍ଦ୍ଧାରୁ ସର୍ବାଧିକ ୭୧୬ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି କଟକରୁ ୩୭୮, ସୁନ୍ଦରଗଡ଼ ୧୮୨, ପୁରୀ ୧୮୧, ଜଗତ୍‌ସିଂହପୁର ୧୬୪, ଯାଜପୁର ୧୫୨, ଝାରସୁଗୁଡ଼ା ୧୫୦, ରାୟଗଡ଼ା ୧୪୬, ମୟୂରଭଞ୍ଜ ୧୩୮, କେନ୍ଦ୍ରାପଡ଼ା ୧୨୯, ସମ୍ବଲପୁର ୧୨୮, ସୋନପୁର ୧୨୬, ଅନୁଗୋଳ ୧୨୨, ନୂଆପଡ଼ା ୧୨୧,ବାଲେଶ୍ୱର ୧୧୧, ନବରଙ୍ଗପୁର ୧୦୧, ବରଗଡ଼ ୯୭, କୋରାପୁଟ ୯୧, କେନ୍ଦୁଝର ୮୩, କଳାହାଣ୍ଡି ୭୯, କନ୍ଧମାଳ ୭୨, ଢେଙ୍କାନାଳ ୭୧, ଭଦ୍ରକ ୬୫, ଗଞ୍ଜାମ ୫୫, ନୟାଗଡ଼ ୪୫, ବଲାଙ୍ଗୀର ୪୪, ମାଲକାନଗିରି ୩୬, ଦେବଗଡ଼ ୨୦, ବୌଦ୍ଧ ୧୭ ଓ ଗଜପତିରୁ ୧୫ ଜଣ ଲୋକ ଆରୋଗ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri