Posted inଖେଳ

ସାଥିୟାଁ-ଅମଲରାଜଙ୍କୁ ବ୍ରୋଞ୍ଜ

ମେଲବୋର୍ନ, ୧୩ା୭ (ପି.ଟି.)-ଭାରତୀୟ ଯୋଡ଼ି ଜି. ସାଥିୟାଁ ଓ ଆନ୍ଥୋନୀ ଅମଲରାଜ ପୁରୁଷ ଡବଲ୍ସରେ ଏକ ବ୍ରୋଞ୍ଜ ପଦକ ସହ ସେମାନଙ୍କ ଓ୍ବାଲର୍‌ଡ ଟୁର୍‌ ପ୍ଲାଟିନମ ଅଷ୍ଟ୍ରେଲିଆନ ଓପନ ଟେବୁଲ ଟେନିସ ପ୍ରତିଯୋଗିତାରେ ଅଭିଯାନ ଶେଷ କରିଛନ୍ତି। ଏହି ଯୋଡ଼ି ସେମିଫାଇନାଲରେ କୋରିଆନ ଯୋଡ଼ି ଜିଅଙ୍ଗ ୟଙ୍ଗସିକ୍‌ ଏବଂ ଲି ସାଙ୍ଗ୍‌ସୁଙ୍କଠାରୁ ୧୨-୧୪, ୯-୧୧, ୮-୧୧ରେ ହାରିଯାଇଛନ୍ତି। ଅଷ୍ଟ୍ରେଲିଆନ ଓପନରେ ଭାରତ ପାଇଁ ଏହା ପ୍ରଥମ ପଦକ ସଫଳତା। ଭାରତୀୟ ଯୋଡ଼ି ଶୁକ୍ରବାର ସକାଳେ ଅନୁଷ୍ଠିତ କ୍ୱାର୍ଟରଫାଇନାଲରେ ଅନ୍ୟ ଏକ କୋରିଆନ ଯୋଡ଼ି ଜାଙ୍ଗ୍‌ ଉଜିନ୍‌ ଏବଂ ଲିମ୍‌ ଜଙ୍ଗ୍‌ହୁନ୍‌ଙ୍କୁ ୫-୧୧, ୧୧-୬, ୧୪-୧୨, ୧୧-୮ରେ ପରାସ୍ତ କରିଥିଲେ।


All Right Reserved By Dharitri.Com

Posted inଖେଳ View All

ଚ୍ୟାରିଟି ଫୁଟ୍‌ବଲ ମ୍ୟାଚ୍‌ ଖେଳିଲେ ଧୋନୀ, ପେସ

ନୂଆଦିଲ୍ଲୀ,୭।୧୦: ଭାରତୀୟ ଦଳର ବିଶ୍ୱକପ୍‌ରୁ ବିଦାୟ ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏପର୍ଯ୍ୟନ୍ତ ଜାତୀୟ ଦଳକୁ ଫେରି ନାହାନ୍ତି। କିନ୍ତୁ ବିଭିନ୍ନ ଖେଳରେ...

ଆଣ୍ଟାର୍କଟିକାର ବରଫ ସ୍ରୋତରେ ପହଁରିଲେ ୫୦ ବର୍ଷ ବୟସ୍କ ଆଥଲେଟ୍‌

ଲଣ୍ଡନ,୨୮।୧: ଆଣ୍ଟାର୍କଟିକାରେ ପ୍ରବଳ ଥଣ୍ଡା। ଏଠାରେ ତାପମାତ୍ରା ଅତି ନିମ୍ନ। ତେବେ ଜଣେ ୫୦ ବର୍ଷ ବୟସ୍କ ଆଥଲେଟ୍‌ ଏହାକୁ ଭ୍ରୁକ୍ଷେପ ନ କରି ଦୀର୍ଘ...

ଚାଇନା ଓପନ୍‌ ଉପରେ ସିନ୍ଧୁଙ୍କ ନଜର

ଚାଙ୍ଗ୍‌ଝୋଉ (ଚାଇନା), ୧୬।୯ (ପି.ଟି.)- ଦଶ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନା ଓପନ୍‌ ବିଶ୍ୱ ଟୁର୍‌ ସୁପର୍‌-୧୦୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମଙ୍ଗଳବାରଠାରୁ ଆରମ୍ଭ...

ବିଶ୍ୱର ୧୦ ସବୁଠୁ ଅଳସୁଆ କ୍ରିକେଟର

ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି, ଯେଉଁମାନେ ପଡିଆରେ ଅଳସୁଆ ସ୍ବଭାବର ଥାନ୍ତି। ବ୍ୟାଟିଂ ହେଉ କି ବୋଲିଂ ଏହି କ୍ରିକେଟରମାନେ ଭଲ ପ୍ରଦର୍ଶନ କରୁଥିଲେ...

ପ୍ରଥମେ ବ୍ୟାଟିଂ କରିବ ଭାରତ

ଓ୍ବେଲିଂଟନ,୩୧।୧- ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଘରୋଇ ଦଳ ଅଧିନାୟକ ଟିମ୍‌ ସୌଦି ଟସ୍‌ ଜିତି ଟିମ୍‌...

ନ୍ୟୁଜିଲାଣ୍ଡ ନିୟନ୍ତ୍ରଣରେ ଓ୍ବେଲିଂଟନ ଟେଷ୍ଟ

ଓ୍ବେଲିଂଟନ,୨୩।୨- ସ୍ଥାନୀୟ ବାସିନ ରିଜର୍ଭ ଗ୍ରାଉଣ୍ଡରେ ଚାଲିଥିବା ପ୍ରଥମ ଟେଷ୍ଟ ତୃତୀୟ ଦିନ ସୁଦ୍ଧା ନ୍ୟୁଜିଲାଣ୍ଡ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ଭାରତ ୧୬୫ ରନ୍‌ରେ...

କଙ୍କଡା ଖାଇବାକୁ ଭଲ ପାଆନ୍ତି ଏହି ମହାନ କ୍ରିକେଟର୍‌

ଭାରତରେ କ୍ରିକେଟ ଖେଳାଳିଙ୍କ ଚାହିଦା ଆକାଶଛୁଆଁ। ଖେଳାଳିଙ୍କ ପ୍ରେମ ସମ୍ପର୍କ ହେଉ କି ଫ୍ୟାଶନ ଷ୍ଟାଇଲ ସବୁବେଳେ ଚର୍ଚ୍ଚାରେ ଥାଏ। ପଡିଆରେ କଠିନ ପରିଶ୍ରମ କରି...

୩୦୧ ନମ୍ବର ଜର୍ସି ପିନ୍ଧିଲେ ଗେଲ୍‌

ପୋର୍ଟ ଅଫ୍‌ ସ୍ପେନ, ୧୫।୮(ପି.ଟି.)- ବୁଧବାର ଏଠାରେ ଅନୁଷ୍ଠିତ ଭାରତ ବିପକ୍ଷ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚରେ କ୍ୟାରିୟର ୩୦୧ତମ ଏକଦିବସୀୟ ଖେଳିଥିଲେ ଓ୍ବେଷ୍ଟଇଣ୍ଡିଜ ଦୁର୍ଦ୍ଦଶ...

Leave a comment

Your email address will not be published. Required fields are marked *