ଆଜି ରାଜ୍ୟରୁ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୪ ଶିଶୁ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୦୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୩୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଆଜି ୭୪ ଜଣ ଶିଶୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୬୭ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୩ ଏବଂ ମୟୂରଭଞ୍ଜରୁ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୧୬, ବରଗଡ଼ ୧, ଭଦ୍ରକ ୨, ଦେବଗଡ଼ ୨, ଜଗତସିଂହପୁର ୧୮, ଯାଜପୁର ୧୭, କଳାହାଣ୍ଡି ୩, କେନ୍ଦ୍ରାପଡ଼ା ୧୦, କୋରାପୁଟ ୩, ମାଲକାନଗିରି ୧, ନବରଙ୍ଗପୁର ୨୬, ନୟାଗଡ଼ ୫, ପୁରୀ ୧୯, ସମ୍ବଲପୁରରୁ ୧୧ ଏବଂ ସୁନ୍ଦରଗଡ଼ରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୨୮,୩୬୬ରେ ପହଞ୍ଚିଥିବା ବେଳେ ୧୦,୧୫,୦୧୮ଜଣ ସୁସ୍ଥ ହୋଇଛନ୍ତି। ୫୦୭୫ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ପିଲାଙ୍କ ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିଛି। ଏଥିପାଇଁ ସିଏଚ୍‌ଏସଇ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୋମବାରରୁ ମେ ୩୧...

ନାମାଙ୍କନ ପାଇଁ ପୁନଃ ବିଜ୍ଞପ୍ତି

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଯେଉଁ ନିର୍ବାଚନମଣ୍ଡଳୀରେ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି କିମ୍ବା ସମସ୍ତ ପ୍ରାର୍ଥିପତ୍ର ଖାରଜ ହୋଇଛି, ସେଠାରେ ନାମାଙ୍କନ ପାଇଁ ପୁଣି ସୁଯୋଗ ଦିଆଯାଇଛି।...

ଲଳିଥା ପ୍ୟାଲେସ୍‌ରେ ବିରାଜିବେ ମା’

ଭୁବନେଶ୍ୱର,୧୯।୯(ବ୍ୟୁରୋ):ପାଖେଇ ଆସିଲାଣି ଦୁୁର୍ଗାପୂଜା। ବିରାଜମାନ କରିବେ ମା’। ଏବେ ରାଜଧାନୀ ଉତ୍ସବମୁଖର। ଦୀର୍ଘ ୨ବର୍ଷ ପରେ ବଡ଼ ଧୁମଧାମରେ ପାଳନ ହେବ ଦୁର୍ଗାପୂଜା। ଏଥିପାଇଁ ବମିଖାଲ...

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨।୪: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରାର ଆୟୋଜନକୁ ନେଇ ଆଶଙ୍କା ପ୍ରକାଶ ପାଇଥିବା ବେଳେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟିଛନ୍ତି...

‘ଅନୁପମା’ ଫେମ୍‌ କରୋନା ପଜିଟିଭ: ଘର ବାହାରେ ଜନ୍ମଦିନ ପାଳନ କଲେ ପରିବାର ଲୋକେ

ମୁମ୍ବାଇ,୬।୪: ଟେଲି ଜଗତର ବେଶ୍‌ ପପୁଲାର ଶୋ’ ‘ଅନୁପମା’ ଫେମ୍‌ ରୁପାଲୀ ଗାଙ୍ଗୁଲୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍‌ ଚିହ୍ନଟ ହେବା ପରେ ସେ ହୋମ୍‌...

ଗୁପ୍‌ଚୁପ୍‌ ଖାଇ ଟଙ୍କା ନ ଦେବାରୁ ତଣ୍ଟି କାଟିଦେଲେ ଦୋକାନୀ

ପରଜଙ୍ଗ, ୯।୬(ଡି.ଏନ୍‌.ଏ.): ଗୁପ୍‌ଚୁପ୍‌ ଖାଇ ଟଙ୍କା ନ ଦେବାରୁ ପିଆଜକଟା ଛୁରିରେ ଗ୍ରାହକଙ୍କ ତଣ୍ଟି କାଟିଦେଲେ ଦୋକାନୀ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ପଞ୍ଚାୟତ...

ଦୋଷ ମାନିଲେ ଅନୁପ

ଝାରସୁଗୁଡ଼ା ଅଫିସ,୧୫ା୨: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଜଣେ ହତ୍ୟାକାରୀ। ଛତିଶଗଡ଼ ରାଜ୍ୟ ରାୟଗଡ ଜିଲା ଚକ୍ରଧରନଗର ଥାନା ଅଧୀନ ହମିରପୁର...

ପୁରୁଷୋତ୍ତମପୁରରେ କରୋନା ନେଲା ଆଉ ଜଣେ ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଜଣେ ପ୍ରଧାନ ଶିକ୍ଷୟତ୍ରୀଙ୍କ ମୃତ୍ୟୁର ୨୪ ଘଣ୍ଟା ନ ପୁରୁଣୁ ଆଉ ଜଣେ ପ୍ରଧାନଶିକ୍ଷକ ତଥା ଭାରାପ୍ରାପ୍ତ ଏବିଓଙ୍କ...

Advertisement
Archives

Model This Week