ଆଜି ରାଜ୍ୟରୁ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୪ ଶିଶୁ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୦୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୩୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଆଜି ୭୪ ଜଣ ଶିଶୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୬୭ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୩ ଏବଂ ମୟୂରଭଞ୍ଜରୁ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୧୬, ବରଗଡ଼ ୧, ଭଦ୍ରକ ୨, ଦେବଗଡ଼ ୨, ଜଗତସିଂହପୁର ୧୮, ଯାଜପୁର ୧୭, କଳାହାଣ୍ଡି ୩, କେନ୍ଦ୍ରାପଡ଼ା ୧୦, କୋରାପୁଟ ୩, ମାଲକାନଗିରି ୧, ନବରଙ୍ଗପୁର ୨୬, ନୟାଗଡ଼ ୫, ପୁରୀ ୧୯, ସମ୍ବଲପୁରରୁ ୧୧ ଏବଂ ସୁନ୍ଦରଗଡ଼ରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୨୮,୩୬୬ରେ ପହଞ୍ଚିଥିବା ବେଳେ ୧୦,୧୫,୦୧୮ଜଣ ସୁସ୍ଥ ହୋଇଛନ୍ତି। ୫୦୭୫ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଫଳତା ଦୋହରାଇବା ଲକ୍ଷ୍ୟରେ ଭାଜପା

ଜଗତ୍‌ସିଂହପୁର ଅଫିସ, ୨୧ା୨: ଜଗତ୍‌ସିଂହପୁର ଜିଲାର ୨୬ଟି ଜିଲା ପରିଷଦ ଜୋନ ମଧ୍ୟରୁ କୁଜଙ୍ଗ ବ୍ଲକର ୪ଟି ଯାକ ଆସନର ଗୁରୁତ୍ୱ ରହିଛି। ୨୦୧୭ ନିର୍ବାଚନରେ...

୨୪ରେ ପ୍ରବଳ ବର୍ଷା ସୂଚନା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଉତ୍ତର-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ତାରିଖ ଦିନ ପ୍ରବଳ ବର୍ଷା...

୩ ବର୍ଷ ପୁଅର ବେକ କାଟି ମାରିଦେଲା ମା’

କୋରାପୁଟ,୧୪।୪(ସ୍ବ.ପ୍ର.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ଲୁକୁମାରୀ ଗ୍ରାମରେ ଗୁରୁବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ା ଜଣେ ମା’ ନିଜର ୩ ବର୍ଷର ପୁଅର...

କୃଷ୍ଣପ୍ରସାଦ ପଞ୍ଚାୟତ ସମିତି ଅଧିବେଶନ: ବିକାଶ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ

କୃଷ୍ଣପ୍ରସାଦ,୧ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ପଞ୍ଚାୟତ ସମିତିର ୬ଷ୍ଠ ବାର୍ଷିକ ଅଧିବେଶନ ବୁଧବାର ପଞ୍ଚାୟତ ସମିତି ସଭାଗୃହରେ ଅଧ୍ୟକ୍ଷା ସୌଦାମିନୀ ମାନସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି...

ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ

ପୁରୀ ଅଫିସ, ୨ା୧୦:ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ...

୧୯୨୯ କଲ୍‌ ସେଣ୍ଟରକୁ ଆସିଲାଣି ୫୦ହଜାରରୁ ଊର୍ଦ୍ଧ୍ୱ କଲ୍‌

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କରୋନା ସମ୍ପର୍କିତ ସଚେତନତା ତଥା ପରାମର୍ଶ ପ୍ରଦାନ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ୨୪ଘଣ୍ଟିଆ ୧୯୨୯ କଲ୍‌...

ନାରୀ ନିର୍ଯାତନା, ବିପର୍ଯ୍ୟସ୍ଥ ଆଇନଶୃଙ୍ଖଳା ପ୍ରତିବାଦ: କଂଗ୍ରେସର ଗଣଧାରଣା, ପ୍ରତିବାଦ ସଭା

ଭବାନୀପାଟଣା,୨୪।୭(ଡି.ଏନ.ଏ.): ରାଜ୍ୟରେ ନାବାଳିକା ବଳାତ୍କାର, ନାରୀ ନିର୍ଯାତନା ଏବଂ ଆଇନଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇପଡ଼ିଛି। ଏହାର ପ୍ରତିବାଦରେ ବୁଧବାର କଂଗ୍ରେସ ପକ୍ଷରୁ ରାଜ୍ୟ ବ୍ୟାପୀ ଆନ୍ଦୋଳନ ଡାକରା...

ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ପୋଲିସର ଅତ୍ୟାଚାରକୁ ବିରୋଧ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ଗଣମାଧ୍ୟମକୁ ସମ୍ବିଧାନରେ ଚତୁର୍ଥ ସ୍ତମ୍ଭ ବୋଲି ବିବେଚନା କରାଯାଇଥିବା ବେଳେ ଏହି ଗଣମାଧ୍ୟମ ପ୍ରତିନିଧିମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ଓ...

Advertisement
Archives

Model This Week