Posted inଜାତୀୟ

୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ନିର୍ଦ୍ଦେଶ

ଡେରାଡୁନ୍‌, ୧୩।୭: ଉତ୍ତରାଖଣ୍ଡର ଋଷିକେଶଠାରେ ଗଙ୍ଗାନଦୀ ଉପରେ ଥିବା ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ୧୯୨୩ରେ ନିର୍ମିତ ହୋଇଥିବା ଏହି ଝୁଲା ପୋଲ ଅତି ଖରାପ ହୋଇ ପଡ଼ିଥିବାରୁ ଏହା ଉପରେ ଦେଇ ଯାତାୟତ ନ କରିବାକୁ ବିଶେଷଜ୍ଞ ଦଳ ପକ୍ଷରୁ ରାଜ୍ୟ ପ୍ରଶାସନକୁ ସୂଚନା ଦିଆଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ଏହା ଉପରେ ଚଳାଚଳ ବନ୍ଦ ଲାଗି ଅତିରିକ୍ତ ମୁଖ୍ୟ ସଚିବ ଓମ୍‌ ପ୍ରକାଶ ନିର୍ଦ୍ଦେଶ ଦେଇଛନ୍ତି। ମରାମତି ପରେ ଏହାକୁ ପୁଣି ଖୋଲା ଯିବାର ସମ୍ଭାବନା ରହିଛି ବୋଲି କୁହାଯାଉଛି।


All Right Reserved By

ଖୁବ୍‌ଶୀଘ୍ର ବଜାରକୁ ଆସିବ ନୂଆ ୧୦ ଟଙ୍କିଆ ନୋଟ

ନୂଆଦିଲ୍ଲୀ,୨୧।୫: ଖୁବ୍‌ ଶୀଘ୍ର ବଜାରକୁ ଆସିବାକୁ ଯାଉଛି ନୂଆ ୧୦ ଟଙ୍କିଆ ନୋଟ। ମହାତ୍ମା ଗାନ୍ଧୀଙ୍କ ନୂଆ ସିରିଜରେ ଏହି ୧୦ଟଙ୍କିଆ ନୋଟ ଜାରି କରାଯିବ...

କ୍ରସ୍‌ ମଦର ମିଲ୍କ ବ୍ୟାଙ୍କ ଜରିଆରେ ଅନ୍ୟର ଶିଶୁଙ୍କୁ ସ୍ତନ୍ୟପାନ କରାଇ ପାରିବେ ମା’

ଭୋପାଳ,୩୦।୭: ଅଗଷ୍ଟ ପ୍ରଥମ ସପ୍ତାହକୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ଭାବେ ପାଳନ କରାଯାଇଥାଏ। ଏବେବି ଅଧିକାଂଶ ଶିଶୁ ସ୍ତନ୍ୟପାନରୁ ବଞ୍ଚିତ ହେଉଥିବା ଦେଖାଯାଏ। ତେବେ ଭୋପାଳରେ...

ଭୁଲ୍‌ରେ ଫ୍ରିଜ୍‌ରେ ରଖନ୍ତୁ ନାହିଁ ଏହି ୬ଟି ଜିନିଷ

ସାଧାରଣତଃ ବ୍ୟସ୍ତବହୁଳତା ଜୀବନ ଯୋଗୁ ଲୋକମାନେ ସପ୍ତାହର ପନିପରିବା ଆଣି ଫ୍ରିଜ୍‌ରେ ରଖିଦେଇଥାନ୍ତି। ପ୍ରାୟ ସମୟରେ ଏହି ପନିପରିବା ବହୁଦିନ ପର୍ଯ୍ୟନ୍ତ ଫ୍ରିଜ୍‌ରେ ରହିଯାଇଥାଏ। ହେଲେ...

ପ୍ରଜ୍ଞା ଜଣେ ପେଶାଦାର ଅପରାଧୀ: ଭୁପେଶ ବାଘେଲା

ରାୟପୁର,୨୧।୪: ପ୍ରଜ୍ଞା ସିଂ ଠାକୁର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲା। ପ୍ରଜ୍ଞା ଜଣେ ପେଶାଦାର ଅପରାଧୀ। ସେ ୧୯ ବର୍ଷ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି

ନୂଆଦିଲ୍ଲୀ,୨୯।୫:  ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬...

ବିଚ୍ଛିନ୍ନତାବାଦୀଙ୍କ ସହିତ ହେବନି କୌଣସି ବୁଝାମଣା: ଶାହ

ନୂଆଦିଲ୍ଲୀ,୨୫।୬: ଜମ୍ମୁ-କଶ୍ମୀର ବିଚ୍ଛିନ୍ନତାବାଦୀ ନେତାଙ୍କ ସହିତ କୌଣସି ବୁଝାମଣା ହେବନି। ଯାହା ପୂର୍ବରୁ ହୋଇ ଆସୁଥିଲା ଏବେ ଆଉ ସେପରି କରାଯିବ ନାହିଁ। ଏନେଇ ସ୍ବରାଷ୍ଟ୍ର...

ମାଡ୍ରାସ୍‌ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ବିବାହରେ କିନ୍ନରଙ୍କୁ କୁହାଯିବ କନ୍ୟା

ମଦୁରାଈ,୨୪।୪: ହିନ୍ଦୁ ବିବାହ ଆଇନ୍‌ ଅନ୍ତର୍ଗତ ମାଡ୍ରାସ୍‌ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିବାହ ସମୟରେ କିନ୍ନରଙ୍କୁ କନ୍ୟା ଭାବେ...

ଭାଇ ବବିଙ୍କ ସହ ଯାଇ ପ୍ରାର୍ଥିପତ୍ର ଦାଖଲ କଲେ ସନ୍ନି

ଅମୃତସର,୨୯।୪: ପଞ୍ଜାବର ଗୁରୁଦାସପୁର ନିର୍ବାଚନ ମଣ୍ଡଳୀ ଲାଗି ସୋମବାର ଅଭିନେତାରୁ ନେତା ହେଇଥିବା ସନ୍ନି ଦେଓଲ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ୬୨ ବର୍ଷୀୟ ସନ୍ନି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *