ଏହି ୫ ଜଣଙ୍କ ସହିତ ଡେଟିଂରେ ଯାଇଛନ୍ତି ଅନୁଷ୍କା

ମୁମ୍ବାଇ,୧।୫: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ବୁଧବାର ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୮ ମେ ୧ରେ ଅଯୋଧ୍ୟାଠାରେ ଜନ୍ମଗ୍ରହଣ କରିଥିଲେ। କିକ୍ରେଟର ବିରାଟ କୋହଲୀଙ୍କୁ ବିବାହ କରିବା ପୂର୍ବରୁ ଅନୁଷ୍କା ବଲିଉଡ୍‌ର ୫ ଜଣ ଖ୍ୟାତି ସମ୍ପନ୍ନ ବ୍ୟକ୍ତିଙ୍କ ସହିତ ଡେଟିଂରେ ଯାଇଛନ୍ତି। ସେମାନଙ୍କ ମଧ୍ୟରେ ରହିଛନ୍ତି ମଡେଲ ଜୋଏବ୍‌ ୟୁସୁଫ୍‌। ଜୋଏବ୍‌ଙ୍କ ସହିତ ଅନୁଷ୍କା ୨ ବର୍ଷ ଡେଟିଂରେ ଯିବା ପରେ ମଡେଲ ଦୁନିଆ ଛାଡି ଫିଲ୍ମରେ ଡେବ୍ୟୁ କରିଥିଲେ। ବଲିଉଡ୍‌ ଅଭିନେତାଙ୍କ ମଧ୍ୟରେ ରଣବୀର ସିଂ, ଅର୍ଜୁନ୍‌ କପୁର, ରଣବୀର କପୁର, ଶାହିଦ୍‌ କପୁର ଆଦିଙ୍କ ସହିତ ଅନୁଷ୍କା ଡେଟିଂରେ ଯାଇଛନ୍ତି। ଏସବୁ ଅଭିନେତାଙ୍କ ସହିତ ଆଫେୟାର୍ସ ନେଇ ଅନେକ ଚର୍ଚ୍ଚା ହୋଇଛି। ତେବେ ଶେଷରେ ୨୦୧୭ରେ ପ୍ରେମ ସମ୍ପର୍କ ପରେ ବିରାଟଙ୍କ ସହିତ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ ଅନୁଷ୍କା।


All Right Reserved By

କେଉଁଠି ବିବାହ କରିବେ ବରୁଣ-ନତାଶା

ମୁମ୍ବାଇ: ବଲିଉଡ୍‌ ନାୟକ ବରୁଣ ଧଓ୍ବନ ଓ ତାଙ୍କ ଗର୍ଲ ଫ୍ରେଣ୍ଡ ନତାଶା ଦଲାଲ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବୋଲି ଶୁଣିବାକୁ ମିଳୁଛି।...

ସାହୋ: ରିଲିଜ୍‌ ହେଲା ‘ଇନି ସୋନି’ର ଟିଜର୍‌

ମୁମ୍ବାଇ: ଶ୍ରଦ୍ଧା କପୁର ଓ ପ୍ରଭାସଙ୍କ ଅଭିନୀତ ଫିଲ୍ମ ‘ସାହୋ’ର ରୋମାଣ୍ଟିକ୍‌ ଟ୍ରାକ୍‌ ‘ଇନି ସୋନି’ ଗୀତର ଟିଜର୍‌ ହୋଇଛି। ନିକଟରେ ଏହାର ପୋଷ୍ଟର ରିଲିଜ୍‌...

ଭାରତ ମୁଭି ଦେଖିଲେ ଟିମ୍‌ ଇଣ୍ଡିଆ ସଦସ୍ୟ

ଟ୍ରେଣ୍ଟ ବ୍ରିଜ୍‌,୧୩।୬- ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍‌ରୁ ବ୍ରେକ୍‌ ନେଇ ଭାରତୀୟ କ୍ରିକେଟ ଦଳର ସଦସ୍ୟମାନେ ସୁପରଷ୍ଟାର ସଲମାନ ଖାଁଙ୍କ ଅଭିନୀତ ଭାରତ ସିନେମା ଦେଖିଛନ୍ତି। ହାର୍ଦ୍ଦିକ...

ଅମିତାଭ ବଚ୍ଚନଙ୍କ ବର୍ଷା ଟିପ୍ସ: ଏହି ମନ୍ତ୍ର ଜପନ୍ତୁ, ମିଳିବ ଭଲ ଭଲ ଖାଦ୍ୟ

ବଲିଉଡର ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ଥାନ୍ତି। ବେଳେବେଳେ ମଜା ମଜା କଥା କହି ଦର୍ଶକଙ୍କ ମନୋରଞ୍ଜନ ମଧ୍ୟ କରିଥାନ୍ତି। ନିକଟରେ...

ନଜର ଆସିଲା ଶ୍ରଦ୍ଧା-ପ୍ରଭାସଙ୍କ ରୋମାନ୍ସ

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରଦ୍ଧା କପୁର ଓ ସାଉଥ୍‌ ଷ୍ଟାର ପ୍ରଭାସଙ୍କର ରୋମାଣ୍ଟିକ ଅନ୍ଦାଜ ଏବେ ସାମ୍ନାକୁ ଆସିଛି। ଅଗଷ୍ଟ ୩୦ରେ ରିଲିଜ୍‌ ହେବାକୁ ଥିବା...

୪ଶହ ସୁନା ମୁଦି ବାଣ୍ଟିଲେ ସାଉଥ୍‌ ସୁପରଷ୍ଟାର

ଚେନ୍ନାଇ: ସାଉଥ୍‌ ସୁପରଷ୍ଟାର ବିଜୟ ଥାଲାପତି ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ବିଗିଲ’ ପାଇଁ ବ୍ୟସ୍ତ ଅଛନ୍ତି। ନିକଟରେ ଫିଲ୍ମର ଶୁଟିଂ ସରିଥିବା ବେଳେ...

ଗର୍ଲଫ୍ରେଣ୍ଡ୍‌ଙ୍କ ଜନ୍ମଦିନରେ ସଲମାନ ଉପହାର ଦେଲେ ହୀରା ମୁଦି

ବଲିଉଡ ଭାଇଜାନ୍‌ ସଲମାନ ଖାନଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ୍‌ ଲୁଲିଆ ଭନ୍ତୁର ନିକଟରେ ନିଜ ଜନ୍ମଦିନ ପାଳନ କରିଛନ୍ତି। ମା’ ସଲମାଙ୍କ କଥା ମାନି ସେ ଏହି...

ପୁଣି ଚର୍ଚ୍ଚାରେ ସୋନା ମହାପାତ୍ର: ସଲ୍‌ମାନ ‘ବିଷାକ୍ତ ପୌରୁଷତ୍ୱର ପୋଷ୍ଟର ଚାଇଲ୍ଡ’

ଭୁବନେଶ୍ୱର,୨୯ା୫(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି ଓଡ଼ିଶା ଜନ୍ମିତ କଣ୍ଠଶିଳ୍ପୀ ସୋନା ମହାପାତ୍ର। ସବୁବେଳେ ବିବାଦୀୟ ବୟାନକୁ ନେଇ ଚର୍ଚ୍ଚାରେ ରହିଆସିଥିବା ଏହି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *