ଫିଲିପାଇନ୍ସରେ ୫.୮ ତୀବ୍ରତାର ଭୂକମ୍ପ: ୫୭ ଆହତ

ମାନିଲା,୧୩।୭: ଉତ୍ତର ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୮। ଏହାର ପ୍ରଭାବରେ ଘର, ଚର୍ଚ୍ଚ ଓ ବଡ଼ ବଡ଼ କୋଠା କ୍ଷତିଗ୍ରସ୍ତ ହେବା ସହ ଅତିକମ୍‌ରେ ୫୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସକାଳ ପ୍ରାୟ ୪ଟା ୪୨ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା।


All Right Reserved By Dharitri.Com

ଦକ୍ଷିଣ ଡାକୋଟାରେ ବିମାନ ଦୁର୍ଘଟଣା:୯ ମୃତ

ଓ୍ବାଶିଂଟନ,୧।୧୨: ଆମେରିକାର ଦକ୍ଷିଣ ଡାକୋଟାରେ ଶନିବାର ହୋଇଥିବା ଏକ ବିମାନ ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବାବଳେ...

ଆଫଗାନିସ୍ତାନରେ ସଂଘର୍ଷ :ତାଲିବାନ କମାଣ୍ଡରଙ୍କ ସମେତ ୧୯ ନିହତ

ହେରାତ୍‌,୭ା୭(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନର ହେରାତ୍‌ ପ୍ରଦେଶରେ ଶନିବାର ସୁରକ୍ଷା କର୍ମୀଙ୍କ ସହ ସଂଘର୍ଷରେ ତାଲିବାନ ମୁଖ୍ୟ କମାଣ୍ଡର ମୁଲ୍ଲା ଘୌସୁଦିନ୍‌ଙ୍କ ସମେତ ୧୦ ଆତଙ୍କବାଦୀ ନିହତ ହୋଇଛନ୍ତି।...

କୁଇନ୍ସ ୟୁନିଭର୍ସିଟି ଚାନ୍‌ସେଲର ହେଲେ ହିଲାରୀ

ଓ୍ବାଶିଂଶନ/ଲଣ୍ଡନ,୩ା୧(ପି.ଟି.):ଆମେରିକାର ପୂର୍ବତନ ପରରାଷ୍ଟ୍ର ସଚିବ ହିଲାରୀ ରୋଡ୍‌ହାମ୍‌ କ୍ଲିଣ୍ଟନଙ୍କୁ ବ୍ରିଟେନର କୁଇନ୍ସ ୟୁନିଭର୍ସିଟିର ପ୍ରଥମ ମହିଳା ଚାନ୍‌ସେଲର ଭାବେ ନିଯୁକ୍ତି ମିଳିଛି। ୨୦୧୮ରେ ଉକ୍ତ ବିଶ୍ୱବିଦ୍ୟାଳୟରୁ...

ପାକିସ୍ତାନ ବଳରେ ବଳୀୟାନ୍‌ ତୁର୍କୀ: ବଢୁଛି ଆମେରିକା ଚିନ୍ତା

ଆଙ୍କ୍ରା,୨୩।୧୦: ତୁର୍କୀ ପରମାଣୁ ବୋମା ତିଆରି କରିବ ବୋଲି ସୂଚନା ଦେଇଛି। ପୂର୍ବରୁ ତୁର୍କୀ ପାଖରେ ଏହାର ଜ୍ଞାନକୌଶଳ ନ ଥିବାବେଳେ ଏବେ କିଭଳି ପରମାଣୁ...

ସୋଲେମାନୀଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଗଦାଦ,୫।୧(ଏଏଫ୍‌ପି): କୁଦ୍‌ସ ବାହିନୀର କମାଣ୍ଡର ମେଜର ଜେନେରାଲ କାସିମ ସୋଲେମାନୀଙ୍କ ଶେଷକୃତ୍ୟ ଶନିବାର ସମ୍ପନ୍ନ ହୋଇଛି। ଏଥିରେ ହଜାର ହଜାର ଇରାକୀ ଯୋଗଦେଇ ‘ଆମେରିକା ମୁର୍ଦ୍ଦାବାଦ’...

ଓସ୍କାର ଦୌଡ଼ରେ ଆଗରେ ‘ଜୋକର’

ଲସ୍‌ ଏଞ୍ଜେଲସ,୧୪ା୧: ବହୁଚର୍ଚ୍ଚିତ ଏବଂ ସମୀକ୍ଷକଙ୍କ ଦ୍ୱାରା ପ୍ରଶଂସା ସାଉଁଟି ଥିବା ଜୋକ୍ୱିନ ଫିନିକ୍ସଙ୍କ ଅଭିନୀତ ଫିଲ୍ମ ଜୋକର ୯୨ତମ ଓସ୍କାର ପୁରସ୍କାର ଦୌଡ଼ରେ ସବୁଠୁ...

ସଙ୍କଟରେ ଇମ୍ରାନ୍‌ ସରକାର: ଜେନେରାଲ ବାଜଓ୍ବା ଦଖଲ କରିପାରନ୍ତି କ୍ଷମତା !

ଇସଲାମାବାଦ୍‌,୩।୧୦: ପାକିସ୍ତାନରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ପ୍ରତି ସଙ୍କଟ ସୃଷ୍ଟି ହୋଇଛି। ପାକିସ୍ତାନ ସୈନ୍ୟ ବାହିନୀ ମୁଖ୍ୟ ଜେନେରାଲ କରମ ଜାଭେଦ୍‌ ବାଜଓ୍ବା କ୍ଷମତା...

‘ହ୍ୟୁମାନ୍‌ ଏରର୍‌’ ପାଇଁ ଦୁର୍ଘଟଣାର ଶିକାର ହେଲା ୟୁକ୍ରେନ ବିମାନ: ଇରାନ

ଦୁବାଇ,୧୧।୧: ଗତ ବୁଧବାର ଇରାନର ତେହରାନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ୟୁକ୍ରେନ ବିମାନକୁ ନେଇ ଏବେ ଇରାନ କହିଛି, ‘ହ୍ୟୁମାନ୍‌ ଏରର୍‌’ ପାଇଁ ଏହା ଦୁର୍ଘଟଣାର...

Leave a comment

Your email address will not be published. Required fields are marked *