କ୍ୟାଟ୍ରିନାଙ୍କ ହୃଦୟରେ ରାଜ୍‌ କରନ୍ତି ଜଣେ କ୍ରିକେଟର

ଅଭିନେତ୍ରୀ କ୍ୟାଟ୍ରିନାଙ୍କ ହୃଦୟରେ ଜଣେ କ୍ରିକେଟର ରାଜ୍‌ କରନ୍ତି। କ୍ୟାଟ୍ରିନା ସଚ୍ଚିନ, ଧୋନୀ କିମ୍ବା ବିରାଟଙ୍କୁ ପସନ୍ଦ କରନ୍ତିନି। ଏକଥା ଖୋଦ୍‌ କ୍ୟାଟ୍ରିନା ଏକ ସାକ୍ଷାତକାରରେ କହିଛନ୍ତି। କ୍ୟାଟ୍ରିନାଙ୍କୁ ଯେତେବେଳେ ପ୍ରଶ୍ନ କରାଗଲା ଆପଣଙ୍କ ପ୍ରିୟ କ୍ରିକେଟର କିଏ ସେ ସଙ୍ଗେ ସଙ୍ଗେ ଉତ୍ତର ଦେଇଥିଲେ, ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ବ୍ୟାଟ୍ସମ୍ୟାନ ରାହୁଲ ଡ୍ରାଭିଡ। କ୍ୟାଟ୍ରିନା କହିଥିଲେ ସେ ତାଙ୍କୁ ସାଦାସିଧା ଲାଗନ୍ତି। ଆଉ ସେ ହିଁ ତାଙ୍କର ପ୍ରିୟ କ୍ରିକେଟର।


All Right Reserved By

ସବୁଠାରୁ ମହଙ୍ଗା ଭାରତୀୟ ଅଭିନେତା ତାଲିକାରେ ପ୍ରଭାସ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଅପ୍‌ କମିଂ ଆକ୍ସନ ଫିଲ୍ମ ‘ସାହୋ’ ଅଗଷ୍ଟ ୩୦ରେ ପରଦାକୁ ଆସିବ। ତେଲଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରୁଥିବା ଶ୍ରଦ୍ଧା କପୁର...

୪୪ ବର୍ଷରେ ଛୋଟ ପରଦାର କୁଇନ୍‌ ଏକତା

ଛୋଟ ପରଦାର କୁଇନ୍‌ ଏକତା କପୁରଙ୍କ ଆଜି ହେଉଛି ୪୪ତମ ଜନ୍ମଦିନ। ମେ’ ୭ରେ ଜନ୍ମଗ୍ରହଣ କରିଥିବା ଏକତା ବର୍ତ୍ତମାନ ସମୟରେ ଟେଲିଭିଜନ ଦୁନିଆର ଜଣେ...

ଛାଡ଼ପତ୍ର ପରେ ମଧ୍ୟ ବଦଳିନାହିଁ ସମ୍ପର୍କ: ସୁଜୈନ ଏବଂ ପିଲାଙ୍କ ସହ ମୁଭି ଡେଟ୍‌ରେ ହ୍ରିତିକ୍‌

ମୁମ୍ବାଇ: ଅଭିନେତା ତଥା ସୁପରଷ୍ଟାର ହ୍ରିତିକ୍‌ ରୋଶନ ଜଣେ ଭଲ ଅଭିନେତା ସାଙ୍ଗକୁ ଭଲ ପୁତ୍ର ଏବଂ ପିତା ମଧ୍ୟ। ପିତା ରାକେଶ ରୋଶନଙ୍କ ସ୍ବାସ୍ଥ୍ୟ...

ଷ୍ଟାରଙ୍କ ପାଇଁ ନୁହେଁ କୁକୁୁର ପାଇଁ ଫଟୋ ହେଉଛି ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ରଣବୀର କପୁର ଓ ଶାହାରୁଖ ଖାଁ ନିଜ ନିଜ ଷ୍ଟାଇଲ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିଛନ୍ତି। ହେଲେ ନିକଟରେ...

ବିଶ୍ୱକପ୍‌ରେ ଭାରତ ହାରିବାକୁ ନେଇ ଟୁଇଟ୍‌ କରି ଟ୍ରୋଲ ହେଲେ ବିବେକ

ମୁମ୍ବାଇ: ଅଭିନେତା ବିବେକ ଓବରୟଙ୍କୁ ଟ୍ରୋଲ କରିଛନ୍ତି ପ୍ରଶଂସକ। ପୂର୍ବରୁ ଐଶ୍ୱର୍ଯ୍ୟା ରୟ ବଚ୍ଚନଙ୍କୁ ନେଇ ଏକ ମେମେ ଶେୟାର କରିବା ପରେ ତାଙ୍କୁ ଟ୍ରୋଲ...

‘ଭାରତ’ ଫିଲ୍ମକୁ ନେଇ କ୍ୟାଟ୍ରିନାଙ୍କ ସଫେଇ

‘ଭାରତ’ ଫିଲ୍ମରେ ସଲମାନ ଏବଂ କ୍ୟାଟ୍ରିନା ନଜରକୁ ଆସିବେ। ଏହି ଫିଲ୍ମ ପାଇଁ ପ୍ରଥମେ ପ୍ରିୟଙ୍କାଙ୍କୁ ବଛାଯାଇଥିଲା। ପରେ କ୍ୟାଟି୍ରିନାଙ୍କୁ ନିଆଯାଇଛି। ଯେତେବେଳେ ଏକ ସାକ୍ଷାତକାରରେ...

ବକ୍ସ ଅଫିିସ୍‌ରେ କମାଲ୍‌ କରୁଛି ଫିଲ୍ମ କବିର ସିଂହ: ୩ ଦିନରେ ୭୦କୋଟି

ମୁମ୍ବାଇ: ସାହିଦ କପୁରଙ୍କ ଫିଲ୍ମ କବିର ସିଂହ ରିଲିଜ ହୋଇସାରିଥିବା ବେଳେ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ପ୍ରଥମ ଦିନରୁ ଏହି ଫିଲ୍ମ ୨୦...

ସାପ ସହ ଶଟ୍‌ ଦେବା ଦିଗାଙ୍ଗନାଙ୍କୁ ପଡ଼ିଲା ମହଙ୍ଗା

ଚଳଚ୍ଚିତ୍ର ହିପ୍ପି ଜରିଆରେ ବଡ଼ ପରଦାକୁ ଆସୁଛନ୍ତି ଅଭିନେତ୍ରୀ ଦିଗାଙ୍ଗନା ସୂର୍ଯ୍ୟବଂଶୀ। ଏଥିରେ ତାଙ୍କ ବିପକ୍ଷରେ ରହିବେ ଅଭିନେତା କାର୍ତ୍ତିକେୟ। ଫିଲ୍ମଟି ୭ ଜୁନକୁ ରିଲିଜ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *