ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଦାୟିତ୍ୱ ଦେଲା ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୪।୧୧:କରୋନା ମହାମାରୀ ସାରା ବିଶ୍ୱକୁ କାୟା ମେଲାଇ ଏବେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ କରିଥିବାବେଳେ ଏହି ଭୂତାଣୁର ଉତ୍ସ ସନ୍ଧାନ କରିବାରେ ବିଶ୍ୱ...

ସୀମାନ୍ତରେ ଗୁଳି ବିନିମୟ:୨ ମାଓବାଦୀ ନିହତ, ଜଣେ ଗିରଫ

ମାଲକାନଗିରି,୧୪ା୭ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି।...

ବନ୍ଦେ ଉତ୍କଳ ଜନନୀ ଗାଇଲେ ରାଜ୍ୟପାଳ

କଟକ ଅଫିସ,୧ା୩:ଦେଶାତ୍ମବୋଧକ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ସୋମବାର କଟକର ଏକ ଷ୍ଟୁଡିଓରେ ଏହି ଗୀତରେ ରାଜ୍ୟପାଳ ନିଜ...

ଓଜେଏସ୍‌ରେ ଈର୍ଶିତା ଟପ୍ପର: କୃତକାର୍ଯ୍ୟ ୪୭ ମଧ୍ୟରୁ ୩୦ ମହିଳା

ଭୁବନେଶ୍ୱର, ୧୦ା୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌) ପରୀକ୍ଷା-୨୦୧୯ର ରେଜଲ୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୪୭ଜଣ...

ଯମ ଅଭିନୟରେ କରୋନା ସଚେତନତା କଲେ କଂସ ଅଭିନେତା ଭୁବନେଶ୍ବର

ବରଗଡ଼ ଅଫିସ,୧୬।୫: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା...

ଶନିବାର, ରବିବାର ବରଗଡ଼ ସହରାଞ୍ଚଳ ହେବ ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୨ା୭ : ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ୧୧୦ରେ ପହଞ୍ଚିଛି । ସେଥିମଧ୍ୟରୁ ୫୬ଜଣ ଆରୋଗ୍ୟ ଲାଭ କରିଥିବା...

ହସ୍ପିଟାଲ ଝରକା ଭାଙ୍ଗି ପଳାଇଲେ କରୋନା ଆକ୍ରାନ୍ତ ହତ୍ୟା ଅଭିଯୁକ୍ତ

ଅମ୍ବାଲ, ୨୫।୮: ଏକ ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତ ପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲକୁ ଚିକିତ୍ସା ପାଇଁ...

ସୁଗୁନା ଫୁଡ୍‌ ସୁପରଭାଇଜରଙ୍କ ସନ୍ଦେହଜନକ ମୃତ୍ୟୁ: ଗେଷ୍ଟ ହାଉସ୍‌ରୁ ମିଳିଲା ମୃତଦେହ

ଭଦ୍ରକଅଫିସ,୨।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆରଡି ଛକ ନିକଟରେ ଥିବା ସୁଗୁନା ଫୁଡ୍‌ର ଗେଷ୍ଟ ହାଉସ୍‌ରୁ କମ୍ପାନୀର ସୁପରଭାଇଜରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ...

Advertisement
Archives

Model This Week