କୋରାପୁଟରୁ ୪୧ କରୋନା ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୬୮୭୧କୁ ବୃଦ୍ଧି

କୋରାପୁଟ,୧୮।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ରବିବାର ଆଉ ୪୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୭୧କୁ ବୃଦ୍ଧି ପାଇଛି। ଚିହ୍ନଟ ୪୧ ଜଣଙ୍କ ମଧ୍ୟରେ ପୁରୁଷ ୨୭ ଓ ମହିଳା ୧୪ ଜଣ ରହିଛନ୍ତି। କ୍ୱାରାଣ୍ଟାଇନ ସେଣ୍ଟରରୁ ୨ ଜଣ, ପୂର୍ବ ପଜିଟିଭ୍‌ଙ୍କ କଣ୍ଟାକ୍ଟରେ ଆସି ୨୦ ଜଣ ଓ ୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri