କୋରାପୁଟ,୧୮।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ରବିବାର ଆଉ ୪୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୭୧କୁ ବୃଦ୍ଧି ପାଇଛି। ଚିହ୍ନଟ ୪୧ ଜଣଙ୍କ ମଧ୍ୟରେ ପୁରୁଷ ୨୭ ଓ ମହିଳା ୧୪ ଜଣ ରହିଛନ୍ତି। କ୍ୱାରାଣ୍ଟାଇନ ସେଣ୍ଟରରୁ ୨ ଜଣ, ପୂର୍ବ ପଜିଟିଭ୍ଙ୍କ କଣ୍ଟାକ୍ଟରେ ଆସି ୨୦ ଜଣ ଓ ୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
Posted inHome Left, ଆମ ଜିଲା ଖବର, କୋରାପୁଟ View All
ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର
ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…
ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍ ପଣ୍ଡିତ
ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…
ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…
ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍ଲାଇନ୍ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍…
ଗିଲ୍ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…
ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍ରେ ଶୁବମନ ଗିଲ୍ଙ୍କ…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

